
କ୍ୟାବିନେଟ୍ ବୈଠକ ଗୁଡ଼ିକ ସେବାତୀର୍ଥଠାରେ ଏଣିକି ଅନୁଷ୍ଠିତ ହେବ ବୋଲି ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି । ନୂଆଦିଲ୍ଲୀରେ ଗଣମାଧ୍ୟମକୁ ଆଜି ସମ୍ବୋଧନ କରି ଶ୍ରୀ ବୈଷ୍ଣବ କହିଛନ୍ତି, ସାଉଥ୍ ବ୍ଲକ୍ରେ ଗତକାଲି ଶେଷ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ଏକ ସଂକଳ୍ପ ଗୃହୀତ ହୋଇଛି । ଭାରତୀୟଙ୍କୁ ଦାସତ୍ୱର...

ନୁଆଦିଲ୍ଲୀ: ସେବା ତୀର୍ଥରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକାଧିକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ସେ ଅତି ଜରୁରୀ ଫାଇଲରେ ସ୍ୱାକ୍ଷର କରିଛନ୍ତି ଯାହା ତାଙ୍କର ସେବା ଭାବନାକୁ ପ୍ରତିଫଳିତ କରୁଛି। ସେ ଆଜି ନେଇଥିବା ନିଷ୍ପତ୍ତି ଦେଶର ଚାଷୀ, ମହିଳା, ଯୁବବର୍ଗ ଏବଂ ବଞ୍ଚିତ ନାଗରିକଙ୍କ ସମେତ ସମାଜର ପ୍ରତ୍ୟେକ ବର୍ଗକୁ ଲାଭାନ୍ୱିତ...
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/02/Picsart_25-11-05_07-59-52-526-14.jpg)
ନମସ୍କାର! ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକଙ୍କୁ ସ୍ୱାଗତ। ଆଜି ରବିବାର, ୧୫ ଫେବୃଆରୀ ୨୦୨୬ ପବିତ୍ର ଶିବରାତ୍ରି (ଜାଗର) ରେ ଆପଣଙ୍କର ଦୈନିକ ରାଶିଫଳ ନିମ୍ନରେ ପ୍ରଦତ୍ତ ହେଲା: ♈ ମେଷ (Aries) ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ରହିବ। ନୂତନ କାର୍ଯ୍ୟରେ ସଫଳତା ମିଳିବ। ♉ ବୃଷ (Taurus) ଆର୍ଥିକ ଦିଗରୁ ଉନ୍ନତି...

ପାରାଦୀପ : ପାରାଦୀପ ପୌରପାଳିକାର ବିଭିନ୍ନ ୱାର୍ଡ ରେ ଏକାଧିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହିତ ଉଦ୍ଘାଟନ କରିଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ। ସର୍ବପ୍ରଥମେ ପାରାଦୀପ ପୌରପାଳିକା ଅନ୍ତର୍ଗତ ୧୫ ନମ୍ବର ୱାର୍ଡ ବଡ଼ପଡ଼ିଆ ବଜାର ଠାରେ ରହିଥିବା ଦୁର୍ଗାମଣ୍ଡପ ଠାରେ ମା’ ଙ୍କ ପାଖରେ ପୂଜାର୍ଚ୍ଚନା କରିବା ସହିତ ମା’ଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ।...

ନବରଙ୍ଗପୁର: ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି ଆଜି ନବରଙ୍ଗପୁରରୁ ରାଜ୍ୟବାସୀଙ୍କ ପାଇଁ ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କରିବା ଅବସରରେ ମତବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ। ଅନେକ ସମୟରେ ଅର୍ଥାଭାବ ବା ପାରିବାରିକ ଜଞ୍ଜାଳ ଯୋଗୁଁ ଆମର ଗରିବ ଓ ବରିଷ୍ଠ ନାଗରିକମାନେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହୁଛନ୍ତି।...

ଭୁବନେଶ୍ଵର: ଓଡ଼ିଶାରେ ସାଇବର ସୁରକ୍ଷାକୁ ଆହୁରି ସୁଦୃଢ଼ ଏବଂ ସଂଗଠିତ କରାଯିବା ସହ ସାଇବର ଅପରାଧୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ ସ୍ୱତନ୍ତ୍ର ଅଭିଯାନ “ଅପରେସନ୍ ସାଇବର କବଚ” ଆରମ୍ଭ ହୋଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଗତ ୧୧ ଫେବୃଆରୀରେ ରାଜ୍ୟ ପୋଲିସ...








All rights reserved. Designed by Inter Softech