
ଢେଙ୍କାନାଳ ମହିଳା ମହାବିଦ୍ୟାଳୟର ୫୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ଢେଙ୍କାନାଳ ମହିଳା ମହାବିଦ୍ୟାଳୟ ଓ ସରକାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୫୧ତମ ବାର୍ଷିକ ଉତ୍ସବ ଅତ୍ୟନ୍ତ ଆଗ୍ରହ ଓ ଉଦ୍ଦୀପନା ସହ ପାଳିତ ହୋଇଯାଇଅଛି । ଏହି ଉତ୍ସବରେ ବିଶିଷ୍ଟ ଶିକ୍ଷାବିତ୍ ତଥା ମହାବିଦ୍ୟାଳୟର ପୂର୍ବତନ ଅଧକ୍ଷା ଡ. ଅର୍ପିତା ସାବତ ମୁଖ୍ୟ ଅତିଥି ଭାବେ...

ଢେଙ୍କାନାଳ ଜିଲ୍ଲା ବନ୍ଧୁକଧାରୀ କଲ୍ୟାଣ ସଂଘ ର ସାଧାରଣ ବୈଠକ,ଅଦ୍ୟ ତା -14-02-2026 ରିଖ, ଯାଉଁଳି ପୋଖରୀ ମଠ ପ୍ରାଙ୍ଗଣରେ ସଂଘ ର ଉପସ୍ଥିତି ରେ ବାର୍ଷିକ ଆୟ ବ୍ୟୟ ବାବଦରେ ଆଲୋଚନା କରାଯାଇଥିଲା, ଚଳିତ ବର୍ଷ ଗ୍ରୀଷ୍ମ ଋତୁରେ ସଂଘ ପକ୍ଷରୁ ଦହି ସର୍ବତ ବଣ୍ଟନ ପାଇଁ ନିଷ୍ପତ୍ତି ନିଆଗଲା ଓ ତତ୍ ସହିତ ସଂଘ...

ବ୍ରହ୍ମପୁର, ୧୪/୨ : ମହାଶିବରାତ୍ରୀ ଉପଲକ୍ଷେ ବ୍ରହ୍ମପୁରର ଆରାଧ୍ୟ ମହାପ୍ରଭୁ ଶ୍ରୀ ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ୱର ମହାଦେବଙ୍କ ପୂଜାର୍ଚ୍ଚନା କାର୍ଯ୍ୟସୂଚୀ ପରିଚାଳନା କମିଟି ତରଫରୁ ସ୍ଥିର କରାଯାଇଛି ।ପ୍ରାତଃ ୩ ଘଣ୍ଟା ୩୦ ମିନିଟ୍ ସମୟରେ ଦ୍ୱାର ଖୋଲା, ମଙ୍ଗଳ ଆଳତୀ ଓ ରୁଦ୍ରାଭିଷେକ ହେବା ପରେ ପ୍ରାତଃ ୪ ଘଣ୍ଟା ୩୦ ମିନିଟ୍ ଠାରୁ ସର୍ବସାଧାରଣ...

ଜିଲ୍ଲା ପ୍ରଶାସନ ଓ ନାଲକୋ ମଧ୍ୟରେ ବନ୍ଧୁତ୍ଵପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଆୟୋଜିତ ଅନୁଗୋଳ, ୧୪.୦୨ : ଅନୁଗୋଳ ଜିଲ୍ଲା ପ୍ରଶାସନ ଏବଂ ନାଲକୋ ଏସ୍ଏଣ୍ଡପି କମ୍ପ୍ଲେକ୍ସ ମଧ୍ୟରେ ଆଜି ବିଜୁ ପଟ୍ଟନାୟକ ସ୍ପୋର୍ଟସ୍ କମ୍ପ୍ଲେକ୍ସଠାରେ ଏକ ବନ୍ଧୁତ୍ଵପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ର ଆୟୋଜନ କରାଯାଇଥିଲା। ଏହି ମ୍ୟାଚ୍ କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର...

ବ୍ୟାଙ୍କ୍ ଅଫ ମହାରାଷ୍ଟ୍ର ଲୁଟ୍ ମାମଲାରେ ବଡ଼ବିଲ ପୋଲିସ୍ କୁ ମିଳିଛି ବଡ଼ସଫଳତା କେନ୍ଦୁଝର ଜିଲ୍ଲାର ଖଣିଜକ୍ଷେତ୍ର ବଡ଼ବିଲ ପୌରାଞ୍ଚଳ ତଥା ବଡ଼ବିଲ ଥାନା ଅନ୍ତର୍ଗତ ବଡ଼ବିଲ କଳିଙ୍ଗ ମୁଖ୍ୟ ରାସ୍ତାର ଟ୍ରକ ମାଲିକ ସଂଘ କାର୍ଯ୍ୟାଳୟ ନିକଟରେଥିବା ବ୍ୟାଙ୍କ୍ ଅଫ ମହାରାଷ୍ଟ୍ରରୁ ଗତ ଜାନୁୟାରୀ ମାସ ୧୯ତାରିଖ ଦିନ ଦ୍ଵିପ୍ରହର ପାଖାପାଖି ଦୁଇଟା ପାଞ୍ଚ ମିନିଟ୍...

ବଡ଼ବିଲ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃପିତୃ ପୂଜନ ଉତ୍ସବ ଆୟୋଜିତ କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ବଡ଼ବିଲ ପୌରାଞ୍ଚଳ ତଥା ବଡ଼ବିଲ ଥାନା ଅନ୍ତର୍ଗତ ବଡ଼ବିଲ ୱାର୍ଡ଼ ନମ୍ବର୍ ଚାରି ସ୍ଥିତରେ ଥିବା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରାଙ୍ଗଣରେ ଆଜି ମାତୃ ପିତୃ ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବଡ଼ବିଲ ପୌରାଞ୍ଚଳ...











All rights reserved. Designed by Inter Softech