
ଭୁବନେଶ୍ବର: ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ ଅଛନ୍ତି । ମସ୍ତିସ୍କାଘାତ ଯୋଗୁ ତାଙ୍କୁ ଗୁରୁତର ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି । ଗତକାଲି ଭୁବନେଶ୍ୱରରେ ଏକ ସାହିତ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ଗୀତା ପଟ୍ଟନାୟକ । ସେଠାରେ ସେ ଅସୁସ୍ଥ ହୋଇପଡିଥିଲେ...

ଭୁବନେଶ୍ୱର: ଡିସେମ୍ବର ୨୦୨୫ ତୁଳନାରେ ଜାନୁଆରୀ ୨୦୨୬ରେ ଓଡ଼ିଶା ଅଗ୍ନିଶମ ଏବଂ ଜରୁରୀକାଳୀନ ସେବାରେ ଏକ ଉଲ୍ଲେଖନୀୟ ବୃଦ୍ଧି ରେକର୍ଡ କରାଯାଇଛି। ଡିସେମ୍ବର ୨୦୨୫ରେ, ମୋଟ ୩,୬୫୬ କଲ୍ ରେକର୍ଡ଼ କରାଯାଇଛି, ଯେଉଁଥିରେ ୧,୭୮୮ଟି ଅଗ୍ନି ସମ୍ଭନ୍ଧୀୟ କଲ୍ ଏବଂ ୧,୮୬୮ଟି ସ୍ୱତନ୍ତ୍ର ସେବା କଲ୍ ଅନ୍ତର୍ଭୁକ୍ତ ରହିଛି । ଜାନୁଆରୀ ୨୦୨୬ରେ, ମୋଟ କଲ୍ ସଂଖ୍ୟା...

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସେବା ତୀର୍ଥକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ଏଥିସହିତ ଦେଶବାସୀଙ୍କ ସେବା କରିବା ପାଇଁ ନିଜର ଅତୁଟ ସଂକଳ୍ପକୁ ଦୋହରାଇଛନ୍ତି। ଏହି ଅବସରରେ ସେ ‘ନାଗରିକ ଦେବୋ ଭବ’ର ପବିତ୍ର ଭାବନାକୁ ଏହାର ମାର୍ଗଦର୍ଶକ ଶକ୍ତି ଭାବରେ ଆଲୋକପାତ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ସେବା ତୀର୍ଥର ଲୋକାର୍ପଣ...

ପୁରୀ: ସଦର ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବୋର୍ୱେଲ୍ରେ ପଡ଼ି ଜଣେ ଶିଶୁକନ୍ୟାର ମୃତ୍ୟୁ ହୋଇଛି। ମୃତ ଶିଶୁ ଜଣକ ସ୍ଥାନୀୟ ନରେନ୍ଦ୍ର କୋଣ ମଙ୍ଗଳାସାହି ଅଞ୍ଚଳର ଅଜୟ ନାୟକଙ୍କ ଦେଢ଼ ବର୍ଷ ବୟସର ଶିଶୁକନ୍ୟା ସମାୟିରା ନାୟକ ବୋଲି ଜଣାଯାଇଛି। ପ୍ରକାଶ ଯେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟର ୨ଶହ ଶଯ୍ୟା...

ଭୁବନେଶ୍ୱର: ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ଓଏଏସ୍ ସ୍ତରରେ ଅଦଳବଦଳ କରାଯାଇଛି। ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାର ପୂର୍ବତନ ବିଡିଓ ସୌମ୍ୟଶ୍ରୀ ପାଣୀଗ୍ରାହୀଙ୍କୁ ପୁରୀ ଉପ ଜିଲ୍ଲାପାଳଭାବେ ଅବସ୍ଥାପିତ କରାଯାଇଛି। ସେହିପରି କଟକ ଆଠଗଡ଼ର ପୂର୍ବତନ ବିଡିଓ ପ୍ରଦୀପ କୁମାର...

କଲମ୍ବୋ: ଚଳିତ ବିଶ୍ୱକପ୍ରେ ଶୁକ୍ରବାର ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଜିମ୍ବାୱେ ୨୩ ରନ୍ର ପୂର୍ବତନ ଚାମ୍ପିଅନ୍ ଅଷ୍ଟ୍ରେଲିଆକୁ ହରାଇ ଦେଇଛି। ସ୍ଥାନୀୟ ଆର୍. ପ୍ରେମଦାସା ଷ୍ଟାଡିୟମ୍ରେ ଖେଳାଯାଇଥିବା ମ୍ୟାଚ୍ରେ ଜିମ୍ବାୱେ ୨୦ ଓଭର୍ରେ ୨ ୱିକେଟ୍ ହରାଇ ୧୬୯ ରନ୍ କରିଥିଲା। ଜବାବରେ ଅଷ୍ଟ୍ରେଲିଆର ପୂରା ଟିମ୍ ୧୯.୩ ଓଭର୍ରେ ୧୪୬ ରନ୍ରେ ଅଲ୍ଆଉଟ୍ ହୋଇଯାଇଛି।...










All rights reserved. Designed by Inter Softech