
ଭୁବନେଶ୍ୱର, 11 ଫେବୃଆରୀ (ହି.ସ.) ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ରାଧାନାଥ ରଥଙ୍କ ପୁଣ୍ୟତିଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ପୋଷ୍ଟ ଜରିଆରେ କହିଛନ୍ତି, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଦୈନିକ ‘ସମାଜ’ର ପୂର୍ବତନ ସମ୍ପାଦକ ପଦ୍ମଭୂଷଣ ପଣ୍ଡିତ ରାଧାନାଥ ରଥଙ୍କ ପୁଣ୍ୟତିଥିରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି। ତାଙ୍କର...

ଭୁବନେଶ୍ୱର, 11 ଫେବ୍ରୁଆରି (ଜାଗ୍ରତ ଭାରତ)ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ୩୩ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ୨୦୨୪-୨୫ ଆର୍ଥିକ ବର୍ଷର ମହିଳା ଅପରାଧ ସମ୍ବନ୍ଧୀୟ ବାର୍ଷିକ ରିପୋର୍ଟ ସାର୍ବଜନୀନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗଦେଇଥିଲେ। ଅତିଥି ଭାବେ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ସମ୍ପଦ ସ୍ୱାଇଁ...

ଭୁବନେଶ୍ୱର, ୧୧ ଫେବୃଆରୀ (ଜାଗ୍ରତ ଭାରତ)- ୧୨ ଦଫା ଦାବି ନେଇ ୧୦ କେନ୍ଦ୍ରୀୟ ଶ୍ରମିକ ସଂଗଠନ, ସ୍ୱାଧୀନ ଫେଡେରେସନ ଓ ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷକ୍ଷରୁ ଆସନ୍ତାକାଲି ୧୨ ତାରିଖ ଦିନ ସର୍ବଭାରତୀୟ ଧର୍ମଘଟ ଡାକରା ଦିଆଯାଇଛି। ୪ଟି ଲେବର କୋଡକୁ ପ୍ରତ୍ୟାହାର ମନରେଗା ସ୍କିମ୍ ର ପୁନଃଉର୍ଦ୍ଧାର, ୨୦୨୫ ଇଲେକ୍ଟ୍ରିସିଟି ବିଲ୍ , ସିଟ୍...

ନୁଆଦିଲ୍ଲୀ: କାନାଡାର ବ୍ରିଟିଶ କଲମ୍ବିଆ ପ୍ରଦେଶର ଟମ୍ବଲର ରିଜ ସେକେଣ୍ଡାରୀ ସ୍କୁଲରେ ଗୁଳିକାଣ୍ଡ ଘଟିଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଦେଖାଦେଇଛି। ପୋଲିସର କହିବା ଅନୁସାରେ, ଅନେକ ଲୋକଙ୍କୁ ଟାର୍ଗେଟ କରାଯାଇଥିଲା। ଏହି ଘଟଣାରେ ଏଯାଏଁ ଆକ୍ରମଣକାରୀଙ୍କ ସମେତ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ଅନ୍ୟ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ୨୫...

ଭୁବନେଶ୍ୱର: ପିୟୁସିସି ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ ସୂଚନା ଦେଇଛନ୍ତି। ସମସ୍ତଙ୍କୁ ପିୟୁସିସି କରିବା ବାଧ୍ୟତାମୂଳକ କହିଛନ୍ତି ପରିବହନ ମନ୍ତ୍ରୀ । ଆହୁରି କହିଛନ୍ତି, ଟୋଲ ଗେଟରେ ପିୟୁସିସି ଫାଇନ କମାଇବା ପାଇଁ ଚାଲିଛି ଯୋଜନା। ୧୦ ହଜାର ଟଙ୍କା ଫାଇନକୁ କମ କରିବାକୁ ଆଲୋଚନା ଚାଲିଛି। ରାଜ୍ୟରେ ବାୟୁ ପ୍ରଦୂଷଣ ନେଇ କଡାକଡି...

୨୦୨୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ଗ୍ରାମକୁ ପାଇପ୍ ଜଳ ଯୋଗାଣ ବ୍ୟବସ୍ଥା କର। ଏହାକୁ ଏକ ମିଶନ୍ ମୋଡ୍ରେ କାର୍ଯ୍ୟକାରୀ କର। ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଯେପରି ସମସ୍ତ ଗ୍ରାମଗୁଡ଼ିକୁ ପାନୀୟ ଜଳ ସୁବିଧା ଯୋଗାଇ ଦିଆଯିବ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦିଆଯାଉ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଗ୍ରାମୀଣ ପାନୀୟ ଜଳ...











All rights reserved. Designed by Inter Softech