
ଜିଲ୍ଲାପାଳଙ୍କୁ ଘେରିଲେ କମଗାଁବାସୀ ଭଟଲି (ଅଭିମନ୍ୟୁ ପଧାନ): ଭଟଲି ବ୍ଲକ୍ କମଗାଁଠାରେ ଥିବା ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ସ୍ଥାନାନ୍ତରଣକୁ ବିରୋଧ କରି ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିରରେ କମଗାଁ ବାସିନ୍ଦା ପହଞ୍ଚି ଅଭିଯୋଗ କରିଛନ୍ତି। ଜିଲ୍ଲାପାଳଙ୍କଠାରୁ ସନ୍ତୋଷଜନକ ଉତ୍ତର ନମିଳିବାରୁ ଅଭିଯୋଗ ଶୁଣାଣି ପରେ କମଗାଁ ଅଞ୍ଚଳର ଶହଶହ ଜନସାଧାରଣ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ତଳେ ବସି ଜିଲ୍ଲାପାଳଙ୍କୁ...

ରାଜ୍ୟର ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଆହୁରି ୨୫୦ଟି ନୂଆ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ କଳିଙ୍ଗ ଷ୍ଟାଡିୟମ ପରିସରରୁ ନୂଆ ଆମ୍ବୁଲାନ୍ସକୁ ଲୋକାର୍ପଣ କରିଛନ୍ତି । ରାଜ୍ୟ ସରକାର ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ ୪୨୮ଟି ନୂଆ ଆମ୍ବୁଲାନ୍ସ ଯୋଡ଼ିବା...

ଭଟଲି ଵ୍ଳକ ରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଭଟଲିରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଭଟଲି (ଅଭିମନ୍ୟୁ ପଧାନ): ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ସୋମବାର ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଓ ଆରକ୍ଷୀ ଅଧୀକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ଓ ଆରକ୍ଷୀ...

ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ଅନୁଗୋଳ,ତା.୦୯.୦୨:- ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୪୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ୩୭ଟି ବ୍ୟକ୍ତିଗତ ଓ ୧୧ଟି ଗ୍ରାମ୍ୟଭିଭିକ ଅଭିଯୋଗର ଶୁଣାଣି ହୋଇଥୁବାବେଳେ ୯ଟି ଅଭିଯୋଗର ତୁରନ୍ତ...

ନୁଆଦିଲ୍ଲୀ: ଭାରତୀୟ ବାୟୁସେନାରେ ସାମିଲ ହେବ ୧୧୪ ନୂତନ ରାଫେଲ୍। ଭାରତ ଏହାର ସୁରକ୍ଷା ଏବଂ ବାୟୁସେନାକୁ ମଜବୁତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। ଭାରତୀୟ ବାୟୁସେନା ପାଇଁ ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ ହୋଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ବାୟୁସେନା ଏହି ପ୍ରସ୍ତାବ ଉପରେ ନିରନ୍ତର...

ନୁଆଦିଲ୍ଲୀ : ପାକିସ୍ତାନକୁ ଝଟକା। ସିନ୍ଧୁ ନଦୀଜଳ ଚୁକ୍ତି ବାତିଲ କରିବା ପରେ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ। ଜମ୍ମୁକାଶ୍ମୀରର ଚେନାବ ନଦୀରେ ଏକ ବୃହତ୍ ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ ପ୍ରକ୍ରିୟା ଆରମ୍ଭ କଲା ଭାରତ। ଏଥିପାଇଁ ୫,୧୨୯ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ପ୍ରକଳ୍ପ ନିର୍ମାଣ ଲାଗି ଜାତୀୟ ଜଳବିଦ୍ୟୁତ ଶକ୍ତି ନିଗମ (ଏନ୍ଏଚ୍ପିସି)...










All rights reserved. Designed by Inter Softech