
ଭୁବନେଶ୍ବର: ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ବିଦ୍ୟୁତ୍ କର୍ମଚାରୀ ସଂଗ୍ରାମ ମହାମଞ୍ଚ। ସୋମବାରଠାରୁ ୧୩ ତାରିଖ ପର୍ୟ୍ୟନ୍ତ କର୍ମଚାରୀମାନେ କଳାବ୍ୟାଜ୍ ପରିଧାନ କରିବେ। ୧୩ ତାରିଖ ଦିନ ଟିପିସିଓଡିଏଲର ୨୦ଟି ଡିଭିଜନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ୧୭ରୁ ଅନିର୍ଦିଷ୍ଟ କାଳ ପର୍ୟ୍ୟନ୍ତ ମୁଖ୍ୟ କାର୍ୟ୍ୟାଳୟ ଆଗରେ ବିକ୍ଷୋଭ ଓ ଧାରଣା ଚାଲୁ ରହିବ।...

କଟକ : ଚଳିତ ମାସ ୧୯ ତାରିଖରେ ମାଟ୍ରିକ୍ ପରୀକ୍ଷା ଅନୁଷ୍ଠିତ ହେବ। ଯାହ ମାର୍ଚ୍ଚ ୨ ତାରିଖ ଯାଏ ଚାଲିବ। ୫ ଲକ୍ଷ ୬୧ ହଜାର ୯୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ପରୀକ୍ଷା ପରିଚାଳନାକୁ ତ୍ରୁଟି ଶୂନ୍ୟ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁତ୍ବ ଦିଆଯାଇଛି। ନୋଡ଼ାଲ ସେଣ୍ଟରରେ ସିସିଟିଭ...

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୃଢ ନେତୃତ୍ୱରେ ‘ନକ୍ସଲ ମୁକ୍ତ ଓଡ଼ିଶା’ ଗଠନ କ୍ଷେତ୍ରରେ ଆରମ୍ଭ ହୋଇଛି ନୂଆ ଅଧ୍ୟାୟ । ସୁରକ୍ଷା ବାହିନୀଙ୍କ ଅଦମ୍ୟ ସାହସିକତା ଏବଂ ମାଓ ନିପାତ ଅଭିଯାନରେ କନ୍ଧମାଳର ଶୀର୍ଷ ମାଓ ନେତାମାନେ ନିହତ ହେଉଥିବା ବେଳେ ସରକାରଙ୍କ ମାନବୀୟ ‘ପୁନର୍ବାସ ଯୋଜନା’ ଅନେକଙ୍କୁ ହିଂସା ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ...

ଭୁବନେଶ୍ବର: ସବୁ ଥାନାରେ ସିସିଟିଭି କ୍ୟାମେରା ଲଗାଇବାକୁ ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ରହିଛି। ଅଧିକାଂଶ ଥାନାରେ ସିସି କ୍ୟାମେରା ଲାଗିଛି, ହେଲେ ଏହାର ମରାମତି କିମ୍ବା ନିୟନ୍ତ୍ରଣ କକ୍ଷ ବୋଧହୁଏ ନାହିଁ। ରାଜଧାନୀର ଥାନାରେ ଲାଗିଥିବା କ୍ୟାମେରା ସ୍ମାର୍ଟସିଟି ନିୟନ୍ତ୍ରଣ କରୁଥିବା ଜଣାପଡ଼ିଛି। ଲାଗିଥିବା କ୍ୟାମେରା ମଧ୍ୟରୁ ଅଧାରୁ ଅଧିକ ଅଚଳ ଥିବା ଜଣାପଡ଼ିଛି। ସାରା ରାଜ୍ୟର...

ଭୁବନେଶ୍ୱର: ଅନ୍ତର୍ଜାତୀୟ ବିମାନ ସେବା ରୁଟ୍ରେ ଆର୍ଥିକ ସହାୟତା ବନ୍ଦ କରିବା ପାଇଁ ରାଜ୍ୟ ସରକାର ଘୋଷଣା କରିବା ପରେ ଏବେ ବିଦେଶ ଯାତ୍ରୀଙ୍କ ମଧ୍ୟରେ ଭାଳେଣି ପଡ଼ିଲାଣି। ଦୁଇ ରୁଟ୍ରେ ଆର୍ଥିକ ସହାୟତା ଅବା ଭାୟବଲ ଗ୍ୟାପ୍ ଫଣ୍ଡିଂ (ଭିଜିଏଫ୍) ପ୍ରତ୍ୟାହାର ପାଇଁ ରାଜ୍ୟ ସରକାର ଘୋଷଣା କରିବା ପରେ ଏହାର ପ୍ରଭାବ ଏବେଠୁ ଦେଖିବାକୁ...

ରାଉରକେଲା: ନିଜକୁ ନିଜେ ଗୁଳିକଲେ ସିଆରପିଏଫ୍ ଯବାନ। ଏଭଳି ଘଟଣା ଦେଖିବାକୁ ମିଳିଛି ରାଉରକେଲା ଲାଠିକଟା ଥାନା ମାଟକଝରଣ ଗାଁରେ। ଜଣେ ସିଆରପିଏଫ୍ ଯବାନ ନିଜେ ନିଜ ବନ୍ଧୁକରୁ ଗୁଳି କରିଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ...









All rights reserved. Designed by Inter Softech