
ଜନଗଣନା ଅଧିକାରୀଙ୍କ ସମୀକ୍ଷା ଓ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ଅନୁଗୋଳ, ୦୭.୦୨ : ଆଜି ସ୍ଥାନୀୟ ଜିଲ୍ଲା ସମ୍ମିଳନୀ କକ୍ଷଠାରେ ୨୦୨୭ ଜନଗଣନା ନିମନ୍ତେ ଜିଲ୍ଲାସ୍ତରୀୟ ଜନଗଣନା ଅଧିକାରୀଙ୍କ ସମୀକ୍ଷା ଓ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ତଥା ପ୍ରମୁଖ ଜିଲ୍ଲା ଜନଗଣନା ଅଧିକାରୀ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତର୍...

ସାମାଜିକ-ଭାବପ୍ରବଣ ଶିକ୍ଷା ଅଧୀନରେ ଶିକ୍ଷା ସଚେତନତା ରାଲି ଆୟୋଜିତ ପାରଜଙ୍ଗ ବ୍ଲକର ସାନ୍ତାପଡ଼ା ଗ୍ରାମରେ ସାମାଜିକ ଭାବପ୍ରବଣ ଶିକ୍ଷା (SEL) କାର୍ଯ୍ୟକ୍ରମ ଅଧୀନରେ ଏକ ସଫଳ ଶିକ୍ଷା ସଚେତନତା ରାଲି ଆୟୋଜିତ ହୋଇଥିଲା। ଏହି ରାଲି ପିରାମଲ ଫାଉଣ୍ଡେସନର ଗାନ୍ଧୀ ଫେଲୋ ସନ୍ଦୀପ କାଲାସାରେଙ୍କ ସହାୟତାରେ ପରିଚାଳିତ ହୋଇଥିଲା ଏବଂ ଗ୍ରାମର ପିଲାମାନେ ଉତ୍ସାହର ସହିତ ଅଂଶଗ୍ରହଣ...

ଭୁବନେଶ୍ବର: ଭୁବନେଶ୍ବର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ ଅଞ୍ଚଳ ବା BCPPER ପାଇଁ ଏକ ଅର୍ଥନୈତିକ ଯୋଜନାର (Economic Plan) ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅର୍ଥନୈତିକ ଯୋଜନାକୁ ନୀତି ଆୟୋଗ ପକ୍ଷରୁ ପ୍ରସ୍ତୁତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ନୀତିଆୟୋଗର ସଦସ୍ୟ ଶ୍ରୀ ରାଜୀବ ଗୌବା ଏବଂ ସିଇଓ ଶ୍ରୀ ବି.ଭି.ଆର୍. ସୁବ୍ରମଣ୍ୟମ ମଧ୍ୟ ଯୋଗଦେଇଛନ୍ତି।ଏହି ଅବସରରେ...

ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ। ପ୍ରକ୍ରିୟା ଶେଷ ହେବା ପରେ ଅବକାରୀ ଆଇନ ଅନୁପାଳନ କରାଯିବ। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅବକାରୀ ବିଭାଗ ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଜୋରଦାର ହେବ। ଅବୈଧ ନିଶା କାରବାର ରୋକିବା ପାଇଁ ବି ପଦକ୍ଷେପ ନିଆଯିବ। ଚଢ଼ାଉ ବେଳେ ଏନ୍ଫୋର୍ସମେଣ୍ଟ...

ଭୁଶୁଡୁଛି ଲାଲଗଡ଼। ମାଓମୁକ୍ତ ହେଲା ରାୟଗଡ଼ା ଜିଲ୍ଲା । ଆତ୍ମସମର୍ପଣ କରିଛନ୍ତି ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ ହାର୍ଡକୋର ମାଓବାଦୀ । ବାସଧାରା ଘୁମୁସର ନାଗାବଳି ଡିଭିଜନର ମୋଟ ୧୫ଜଣ ମାଓ କ୍ୟାଡର ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି । ଏନେଇ ଏଡିଜି ଆଣ୍ଟି ନକ୍ସଲ ଅପରେସନ ସଂଜୀବ କୁମାର ପଣ୍ଡା ସାମ୍ବାଦିକ ସମ୍ମିଳନୀରେ ସୂଚନା...

ଓଡ଼ିଶାର ଟପ୍ ମାଓନେତା ନିଖିଲ୍ ଓରଫ ନିରଞ୍ଜନ ରାଉତର ଆତ୍ମସମର୍ପଣ । ପୋଲିସ ଉପସ୍ଥିତିରେ ପତ୍ନୀ ଇନ୍ଦୁ ସହ ନିଖିଲ ଏବଂ ଅନ୍ୟ ୧୩ ଜଣଙ୍କ ଆତ୍ମସମର୍ପଣ । ନିଖିଲଙ୍କ ଉପରେ ଥିଲା ୧ କୋଟି ୩୦ ଲକ୍ଷର ପୁରସ୍କାର ରାଶି । ରାୟଗଡ଼ା ପୋଲିସ ନିକଟରେ ମୋଟ୍ ୧୫ ମାଓବାଦୀଙ୍କ ଆତ୍ମସମର୍ପଣ କରିଛନ୍ତି। ୧୫ ମାଓବାଦୀଙ୍କ...










All rights reserved. Designed by Inter Softech