
ପ୍ରିୟଦଶିର୍ନୀ ଇନ୍ଦିରା ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଘାଟିତ କଳାହାଣ୍ଡି –ଜୁନାଗଡ ସହର୍ ସ୍ଥିତ ପ୍ରିୟଦଶିର୍ନୀ ଇନ୍ଦିରା ମହାବିଦ୍ୟାଳୟ ରେ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରୀ ଙ୍କୁ ନେଇ ଆତ୍ମ ସୁରକ୍ଷା ତାଲିମଶିବିର ଉଦଘାଟିତ l ଏହି ଶିବିର ୯ ଦିନ ଧରି ଚାଲିବା ସହ ଗୁରୁବାର ଏହି ଶିବିର ଆନୁଷ୍ଠାନିକ ଭାବେ...

ନୁଆଦିଲ୍ଲୀ: ଶୁକ୍ରବାର ସଂସଦରେ ବଜେଟ୍ ୨୦୨୬-୨୭ ଉପରେ ସାଧାରଣ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ଆଜି ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିବା ସହ ସ୍ଲୋଗାନ ଦେଇଥିଲେ । ଏହାପରେ ଲୋକସଭା ବାଚସ୍ପତି ଓମ ବିର୍ଲା ଗୃହକୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି । ଆଜି ଅଧିବେଶନ ଆରମ୍ଭ...

ଢେଙ୍କାନାଳ – ଆଜି ଢେଙ୍କାନାଳ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସାମ୍ନା ରେ ଢେଙ୍କାନାଳ ଜିଲ୍ଲା କଂଗ୍ରେସ କମିଟି ତରଫରୁ ଜିଲ୍ଲା ସଭାପତି ଶ୍ରୀ ଛବିରାଜ୍ ବିଶ୍ବାଳ ଙ୍କ ସଭାପତିତ୍ବ ରେ ମନରେଗା ବଞ୍ଚାଅ ସମ୍ପର୍କରେ ଏକ ବିକ୍ଷୋପ ପ୍ରଦର୍ଶନ କରାଯିବା ସହିତ ଏହାକୁ ଯଥାଶୀଘ୍ର ପ୍ରତ୍ୟାହାର ନିମନ୍ତେ ଏକ ଦାବିପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଥିଲା। ଏହି ବିକ୍ଷୋପ...

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଲୋକପ୍ରିୟ ପରିକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ। ପରୀକ୍ଷାର୍ଥୀଙ୍କୁ ପରୀକ୍ଷା ଚାପରୁ ବାହାର କରିବା ଏବଂ ସେମାନଙ୍କୁ ସକାରାତ୍ମକ ବିଚାର ସହ ଆଗକୁ ବଢ଼ିବାକୁ ପରୀକ୍ଷାର୍ଥୀଙ୍କୁ ଟିପ୍ସ ଦେବେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ କାର୍ଯ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ର ଆଜି ହେଉଛି ୯ମ ସଂସ୍କରଣ।...

ଆଜି ଶିମିଳିପାଳ ଅଭୟାରଣ୍ୟ ବୁଲିବେ ମହାମହିମ । ଗତକାଲି ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ ସାରି ଶିମିଳିପାଳରେ ରାତ୍ରିଯାପନ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ରାଷ୍ଟ୍ରପତି ଶିମିଳିପାଳ ବୁଲିବା କାର୍ଯ୍ୟକ୍ରମ ରହିଛି । ଶିମିଳିପାଳ ଗୁଡ଼ଗୁଡ଼ିଆଠାରେ ସ୍ଥାନୀୟ ବାସିନ୍ଦାଙ୍କୁ ଉଦବୋଧନ ଦେବେ । ଏହା ପରେ ରାଷ୍ଟ୍ରପତି ଭୁବନେଶ୍ବର ଫେରିଆସିବେ । ଭୁବନେଶ୍ବରରୁ ସ୍ବତନ୍ତ୍ର ବାୟୁସେନା...

ଅନୁଗୋଳ/ଭୁବନେଶ୍ୱର : କେମିତି ହେବ ମହାନଦୀ ଜଳ ବିବାଦ ସମସ୍ୟାର ସମାଧାନ? ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଫେବୃଆରୀ ୭ରେ ମହାନଦୀ ଜଳ ବିବାଦ ନେଇ ଟ୍ରିବ୍ୟୁନାଲରେ ହେବ ଶୁଣାଣି । ଏହା ପୂର୍ବରୁ ସମାଧାନ ପାଇଁ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ମଧ୍ୟସ୍ଥତା ପାଇଁ କେନ୍ଦ୍ର ସରକାରଙ୍କୁ...









All rights reserved. Designed by Inter Softech