
ଅଧ୍ୟୟନ ପରିଦର୍ଶନ କାର୍ଯ୍ୟକ୍ରମରେ ଓଡ଼ିଶା ଆସିଥିବା ଦିଲ୍ଲୀ ସ୍ଥିତ ନ୍ୟାସନାଲ୍ ଡିଫେନ୍ସ କଲେଜ୍ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ଏହି ଅଧ୍ୟୟନ ପରିଦର୍ଶନ କାର୍ଯ୍ୟକ୍ରମରେ ଭାରତୀୟ ସଶସ୍ତ୍ର ବାହିନୀର ଅଧିକାରୀ ମାନଙ୍କ ସମେତ ଆର୍ମେନିଆ, ଭୁଟାନ, ଶ୍ରୀଲଙ୍କା, ମଙ୍ଗୋଲିଆ, ଏବଂ ନେପାଳର ସେନାବାହିନୀ ଅଧିକାରୀ ମାନେ...

ଆମ ସାଥୀ ୟୁନିଫାଏଡ୍ ହ୍ବାଟ୍ସଆପ୍ ବଟ’ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରେ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ । ଏଣିକି ହାତ ପାଆନ୍ତରେ ମିଳିବ ରାଜସ୍ବ ସେବା। ଆଉ ବାରମ୍ବାର ତହସିଲକୁ ଦୌଡ଼ିବାକୁ ପଡ଼ିବ ନାହିଁ । 9437292000 ହ୍ବାଟ୍ସଆପ୍ ନଂରେ ରାଜସ୍ବ ସେବା ପାଇହେବ। ୫୭ ଟି ଉପ ନିବନ୍ଧନ କାର୍ଯ୍ୟାଳୟର ମଧ୍ୟ ଉଦଘାଟନ...

ଭୁବନେଶ୍ବର: ଓଡ଼ିଶାର ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ଯ ସରକାର। ମୋଟ୍ ୧୧ ଜିଲ୍ଲାର ୨୪ଟି ସ୍ଥାନର ଇଂରାଜୀ ନାମ ମଧ୍ୟ ସଂଶୋଧନ ହେବ। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ଏଣିକି ଓଡ଼ିଆ ନାମ ଅନୁସାରେ ରହିବ ଇଂରାଜୀ ସ୍ପେଲିଙ୍ଗ। ଖୋର୍ଦ୍ଧା ଜିଲ୍ଲାକୁ ଓଡ଼ିଆ ନାମ ଅନୁସାରେ ଖୋରଧା ଲେଖାଯିବ।...

ଭୁବନେଶ୍ବର: ଆଇ ଏ ଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ଓଡ଼ିଶା ସରକାର। ଦେଓ ରଞ୍ଜନ କୁମାର ସିଂଙ୍କୁ ଷ୍ଟିଲ ଓ ମାଇନ୍ସ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ବତ୍ତର୍ମାନ ଉନ୍ନୟନ କମିଶନର ଅଛନ୍ତି ଦେଓ ରଞ୍ଜନ। ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ଅତିରିକ୍ତ ଦାୟିତ୍ବ ମିଳିଛି। ସୁରେନ୍ଦ୍ର କୁମାର ସାଧାରଣ ପ୍ରଶାସନ ଦାୟିତ୍ବରେ ମଧ୍ୟ ରହିବେ।...

ପ୍ରେସ୍ ବିବୃତି- ଟାଟା ଷ୍ଟିଲ୍ ମେରାମଣ୍ଡଳୀ – ଶ୍ରମିକଙ୍କ ପରିବାରଙ୍କ ଅଭିଯୋଗ କୁ ନେଇ ପ୍ରେସ ବିବୃତି ଅନୁଗୁଳ/ଢେଙ୍କାନାଳ: ଟାଟା ଷ୍ଟିଲ୍ ଟେକ୍ନିକାଲ୍ ସର୍ଭିସେସ୍ ଲିମିଟେଡ୍ (ଟିଏସ୍ଟିଏସ୍ଏଲ୍) ର କର୍ମଚାରୀ ଶ୍ରୀ ଲକ୍ଷ୍ମଣ ନାଏକଙ୍କ ପରିବାର ପକ୍ଷରୁ କରାଯାଇଥିବା ଅଭିଯୋଗ ସମ୍ପର୍କରେ ଟାଟା ଷ୍ଟିଲ୍ ମେରାମଣ୍ଡଳୀ ଅବଗତ ଅଛି। ଶ୍ରୀ ନାଏକ କାର୍ଯ୍ୟକ୍ଷେତ୍ରରେ ଆହତ ହେବା ନେଇ...

ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷକ ନାରାୟଣ ଚନ୍ଦ୍ର ଦାସଙ୍କ ମାଙ୍କ ଏକାଦଶାହ ଉପଲକ୍ଷେ ସ୍କତିଚାରଣ ସଭା ଓ କବିତା ପାଠୋତ୍ସବ ଓ ସମ୍ବର୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି ଯାଜପୁର _ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଳକ ଅନ୍ତର୍ଗତ ସିଂହପୁର ଗ୍ରାମର ବରିଷ୍ଠ ଶିକ୍ଷକ ତଥା ସମାଜସେବୀ ଏବଂ ଆଧ୍ୟାତ୍ମିକ ବ୍ୟାକ୍ତି ତଥା ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷକ...











All rights reserved. Designed by Inter Softech