
ଜିନ୍ଦଲ ଷ୍ଟିଲ୍ ପ୍ରିମିୟର ଲିଗ୍-୩ ଉଦଯାପିତ : ଟିମ୍ ଜଗରନଟ୍ସ ଚାମ୍ପିୟନ୍ ୫ ଫେବୃଆରୀ, ଅନୁଗୁଳ: ଜିନ୍ଦଲ ଷ୍ଟିଲ ପ୍ରିମିୟର ଲିଗ-୩ୟରେ ଟିମ୍ ଏକ୍ସଟ୍ରିମ୍ ଷ୍ଟିଲ୍କୁ ପରାସ୍ତ କରି ଟିମ୍ ଜଗରନଟ୍ସ ଦଳ ଚାମ୍ପିୟନ୍ ହୋଇଛି । ଏହି ଆନ୍ତଃବିଭାଗୀୟ କ୍ରିକେଟ୍ ଟୁର୍ନାମେଣ୍ଟରେ ଗତକାଲି ସନ୍ଧ୍ୟାରେ ଖେଳାଯାଇଥିବା ଫାଇନାଲ ମୁକାବିଲାରେ ଏକ ରୋମାଞ୍ଚକର ଲଢ଼େଇ ଦେଖିବାକୁ ମିଳିଥିଲା । ଜିନ୍ଦଲ ଷ୍ଟିଲ୍...

ଟିପିଗୁଡା ମଣ୍ଡଳ ଠାରେ ଠାରେ (V.B.G RAM.G) କର୍ମଶାଳା ଅନୁଷ୍ଠିତ। ଧର୍ମଗଡ଼ (ଜାଗ୍ରତ ଭାରତ)କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଳକ ଅନ୍ତର୍ଗତ ଟିପିଗୁଡା ମଣ୍ଡଳ ଠାରେ (V.B.G RAM.G) କର୍ମଶାଳା ମଣ୍ଡଳ ସଭାପତି ଲଲିତ ଵାଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବରେ ଧର୍ମଗଡ ବିଧାୟକ ସୁଧୀର ପାଟ୍ଟଯୋଷୀ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବରେ...

ଜାତୀୟ ଜନଗଣନା – ୨୦୨୭ ପାଇଁ ସମୀକ୍ଷା ଓ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ.କଳାହାଣ୍ଡି କଳାହାଣ୍ଡି/ଭବାନୀପାଟଣା : (ଜାଗ୍ରତ ଭାରତ) – କଳାହାଣ୍ଡି ଜିଲ୍ଲାରେ ଜାତୀୟ ଜନଗଣନା – ୨୦୨୭ ର ସଫଳ ରୂପାୟନ ପାଇଁ ଜନଗଣନା ନିର୍ଦ୍ଦେଶାଳୟ, ଓଡ଼ିଶା ଏବଂ କଳାହାଣ୍ଡି ଜିଲ୍ଲା ପ୍ରଶାସନର ମିଳିତ ଉଦ୍ୟମରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ଓ...

ନୁଆଦିଲ୍ଲୀ, ୦୪/୦୨ : ମଣିପୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ବିଜେପିର ୟୁମନାମ୍ ଖେମଚାନ୍ଦ ସିଂହ । ଆଜି ଅପରାହ୍ନରେ ମଣିପୁରରୁ ରାଷ୍ଟ୍ରପତି ଶାସନ ହଟିଥିଲା ।ମଣିପୁରର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ୟୁମନାମ୍ ଖେମଚାନ୍ଦ ସିଂହ । ମଣିପୁର ଲୋକଭବନରେ ରାଜ୍ୟପାଳ ଅଜୟ କୁମାର ଭଲ୍ଲା ତାଙ୍କୁ ପଦ ଏବଂ ଗୋପନୀୟତାର...

ଭୁବନେଶ୍ଵର : ଏଣିକି ବାରମ୍ଵାର ତହସିଲ ଅଫିସ ଦୌଡ଼ିବେନି ଲୋକେ। ହ୍ଵାଟସଆପରେ ମିଳିବ ରାଜସ୍ୱ ସେବା। ୨୪ ଘଣ୍ଟିଆ ସେବା ଯୋଗାଇ ଦେବ ବିଭାଗ। ହ୍ଵାଟସଆପରେ ଗ୍ରହଣ କରାଯିବ ଜମିଜମା ବାବଦରେ ସବୁ ଅଭିଯୋଗ ଓ ଆବେଦନ। ହ୍ଵାଟସଆପରେ ରାଜସ୍ଵ ମନ୍ତ୍ରୀଙ୍କୁ ସିଧାସଳଖ କରିପାରିବେ ଅଭିଯୋଗ। ଦୁର୍ନୀତି ଅଭିଯୋଗ ଆସିଲେ ବଡ଼ ଆକ୍ସନ। ସୂଚନା ଦେଲେ ରାଜସ୍ଵ...

ନୁଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଓଡ଼ିଶାର ପ୍ରଗତି ଓ ଭିତ୍ତିଭୂମି ବିକାଶକୁ ସର୍ବୋଚ୍ଚ ପ୍ରାଥମିକତା ପ୍ରଦାନ କରିଛନ୍ତି। କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ଆର୍ଥିକ ବର୍ଷରେ ଓଡ଼ିଶାର ରେଳ ଭିତ୍ତିଭୂମିର ସର୍ବାଙ୍ଗୀନ ବିକାଶ ପାଇଁ ୧୦,୯୨୮ କୋଟି ଟଙ୍କାର ଐତିହାସିକ ଅନୁଦାନ ପ୍ରଦାନ କରାଯାଇଛି, ଯାହା ‘ପୂର୍ବୋଦୟ ମିଶନ’ ଅଧୀନରେ ଓଡ଼ିଶାକୁ ମିଳିଥିବା ଏହି...










All rights reserved. Designed by Inter Softech