
ଭୁବନେଶ୍ୱର: ମହିଳାଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ହେଉଛି ଓଡିଶାର ସାମଗ୍ରିକ ବିକାଶର ମୁଖ୍ୟ ଆଧାର। ଏହି ଲକ୍ଷ୍ୟକୁ ଆଗେଇ ନେବା ପାଇଁ ରାଜ୍ୟ ସରକାର ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ପାଇଁ ବ୍ୟାଙ୍କ ଋଣ ଉପରେ ସୁଧ ଫେରସ୍ତ କରି ମହିଳାମାନଙ୍କ ଜୀବନଜୀବିକାରେ ସକାରାତ୍ମକ ପରିବର୍ତ୍ତନ ଆଣୁଛନ୍ତି। ମିଶନ ଶକ୍ତି ଭବନ ଭୁବନେଶ୍ୱର ଠାରେ ସ୍ୱୟଂ ସହାୟକ...

ଭାରତ ଏବଂ ଯୁକ୍ତରାଷ୍ଟ୍ର ଏକ ଗୁରୁତ୍ୱପୂର୍ଣ୍ଣ ବାଣିଜ୍ୟ ଚୁକ୍ତିନାମା ଘୋଷଣା କରିବା ସହିତ ସେନସେକ୍ସ ଏବଂ ନିଫ୍ଟ ଏକ ଦୃଢ ସକାରାତ୍ମକ ନୋଟରେ ଖୋଲିଥିଲା । ୩୦ ସେୟାର ବିଶିଷ୍ଟ ବିଏସଇ ସେନସେକ୍ସ ସୂଚକାଙ୍କ ୩, ୬୫୬.୭୪ ପଏଣ୍ଟ କିମ୍ବା ୪.୪୮ ପ୍ରତିଶତ ବୃଦ୍ଧି ପାଇ ୮୫, ୩୨୩.୨୦ ରେ ବନ୍ଦ ହୋଇଥିଲା ।ସେହିପରି ଏନଏସଇ ନିଫ୍ଟି...

ଲୋକସଭା କାର୍ଯ୍ୟକାଳ ମଧ୍ୟରେ ମଙ୍ଗଳବାର ଏକ ବଡ଼ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। କିଛି ବିରୋଧୀ ଏମ୍ପି ଦୁଇଥର ବାଚସ୍ପତିଙ୍କ ଚୌକି ଆଡ଼କୁ କାଗଜ ଫିଙ୍ଗିଥିଲେ। ଏହି ଏମ୍ପିମାନଙ୍କ ମଧ୍ୟରେ ଅମରିନ୍ଦର ସିଂ ରାଜା ୱାରିଂ, ହିବି ଏଡେନ, ମାଣିକମ ଟାଗୋର ବି, ଗୁରଜିତ ସିଂହ ଆଉଜଲା, ପ୍ରଶାନ୍ତ ଯାଦବରାଓ, କିରଣ କୁମାର ରେଡ୍ଡୀ, ଏସ. ଭେଙ୍କଟେସନ ଏବଂ...

ସାମଗ୍ରିକ ବିକାଶ, ନବସୃଜନ ଏବଂ ସାମାଜିକ ପରିବର୍ତ୍ତନ ପାଇଁ ବିଶ୍ୱବିଦ୍ୟାଳୟଗୁଡ଼ିକର ସ୍ୱତନ୍ତ୍ର ଦାୟିତ୍ୱ ରହିଛି ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି। ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ରାଷ୍ଟ୍ରପତି ବ୍ୟାସକବି ଫକୀର ମୋହନ ସେନାପତିଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ମାତୃଭାଷାରେ ଶିକ୍ଷାଦାନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ରାଷ୍ଟ୍ରପତି କହିଛନ୍ତି, ସମର୍ପଣ ହେଉଛି...

ଚାରି ସାଙ୍ଗଠନିକ ଜିଲ୍ଲାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଚାରି ଜଣ ନେତାଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି । ଭଦ୍ରକ ଜିଲ୍ଲା ବିଜେଡି ସଭାପତି ଭାବେ ବିଧାୟକ ବ୍ୟୋମକେଶ ରାୟଙ୍କୁ ନିଯୁକ୍ତି ଦେଇଛନ୍ତି ସୁପ୍ରିମୋ । ପୂର୍ବରୁ ଜଗନ୍ନାଥ ସ୍ବାଇଁ ଭଦ୍ରକ ଜିଲ୍ଲା ବିଜେଡି ସଭାପତି ଭାବେ ଦାୟିତ୍ବ ତୁଲାଉଥିଲେ ।ତିନିଥରର ବିଧାୟକ ବ୍ୟୋମକେଶ ରାୟ ।...

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କଲେ ରାଷ୍ଟ୍ରପତି । ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମଧ୍ୟ ଅଛନ୍ତି। ଗୋପାଳବଲ୍ଲଭ ଭୋଗ ଶେଷ ହେବା ପର୍ଯ୍ୟନ୍ତ ଅର୍ଥାତ୍ ସକାଳ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରୁ ଆସିବା ପରେ ଲୋକଭବନରେ ଜଳପାନ ବ୍ୟବସ୍ଥା କରାଯାଇଛି ।...









All rights reserved. Designed by Inter Softech