
ଇସ୍ରାଏଲ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ । ଛାନିଆ ହେଲାଣି ପାକିସ୍ତାନ । ଆସନ୍ତା ମାସ ୨୭-୨୮ରେ ଇସ୍ରାଏଲ୍ ଗସ୍ତ କରିପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଯଦି ଏହା ହୁଏ, ତେବେ ଏହା ୨୦୧୭ ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଥମ ଇସ୍ରାଏଲ ଗସ୍ତ ହେବ। ଏହି ଗସ୍ତର ଉଦ୍ଦେଶ୍ୟ ଭାରତ ଏବଂ ଇସ୍ରାଏଲ ମଧ୍ୟରେ ରଣନୈତିକ ସହଭାଗୀତାକୁ ଆହୁରି...

ଦିବଂଗତ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି କରିବାକୁ ଦାବି ହୋଇଛି। ଏନସିପି ନେତା ଏବଂ ମନ୍ତ୍ରୀ ନରହରି ଜିରୱାଲ କହିଛନ୍ତି ଯେ ସୁନେତ୍ର ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ଦେବା ଅଜିତ ପାୱାରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ହେବ। ସେ ସ୍ବର୍ଗତ ପାୱାରଙ୍କ ପତ୍ନୀଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରିବାକୁ ଅନୁରୋଧ କରିଥିଲେ।...

ଭିଜିଲାନ୍ସ ଜାଲରେ ପଡିଲେ ଏସସିବି ମେଡିକାଲର ଡାକ୍ତର ସନାତନ ବେହେରା। ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ। ଗୁରୁବାର ଅପରାହ୍ନରେ ତାଙ୍କ ନିକଟରୁ ୨,୬୩,୦୦୦ ଟଙ୍କା ସନ୍ଦେହଜନକ ନଗଦ ଅର୍ଥ ଜବତ କରାଯାଇଛି। ହେପାଟୋଲୋଜି ବିଭାଗର ସହକାରୀ ପ୍ରଫେସର ଥିବା ବେହେରା ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ବେଆଇନ ଭାବେ ଅର୍ଥ...

ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ଯାଣ ସମିତି, ମହିଳା ଆରୋଗ୍ୟ ସମିତି ଓ ଜନ ଆରୋଗ୍ୟ ସମିତି ସମାବେଶ ଆୟୋଜିତ ଅନୁଗୋଳ ସ୍ଥାନୀୟ ସଭାଘର ଠାରେ ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ଯାଣ ସମିତି, ମହିଳା ଆରୋଗ୍ୟ ସମିତି ଓ ଜନ ଆରୋଗ୍ୟ ସମିତି ସମାବେଶ ଅନୁଷ୍ଠିତ ହୋଇଯାଇଛି।ଏହି ସମ୍ମିଳନୀରେ ମାନ୍ୟବର ତାଳଚେର ବିଧାୟକ ଶ୍ରୀଯୁକ୍ତ ବ୍ରଜ କିଶୋର ପ୍ରଧାନ...

ମହାମହିମ ରାଷ୍ଟ୍ରପତିଙ୍କ ଯାଜପୁର ଗସ୍ତପାଇଁ ସ୍ବତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା ଓ ଯାନବାହାନ ଚଳାଚଳ କଟକଣା ବିଞ୍ଝାରପୁର ଆଡୁ ଯେଉଁ ଯାନବାହନଗୁଡିକ କଟକ ଯିବେ, ସେହି ଗାଡ଼ି ସବୁ ରସିକ ଛକରୁ ଅଳକୁଣ୍ଡ, ପ୍ରୀତିପୁର ଭାୟା ରାମବାଗ ଛକରେ ବାହାରି ରିଙ୍ଗ ରୋଡ ଓ ମାଂସାପୋଲ ରାସ୍ତା ଦେଇ ଇ କୁଆଖିଆ ଓ ସଠିପୁର ଯିବୋ ଦୁଇ ଚକିଆ,...

କାଙ୍କଡପାଳ ସେବା ସମବାୟ ସମିତି ଲିଂର ୪ର୍ଥ ଧାନମଣ୍ଡି ଢେଙ୍କାନାଳ,୩୦/୧: ସଦର ବ୍ଲକ୍ ଅନ୍ତର୍ଗତ କାଙ୍କଡପାଳ ପଂଚାୟତର କାଙ୍କଡପାଳ ସେବା ସମବାୟ ସମିତି ନିଃ ଦ୍ବାରା ୪ର୍ଥ ଧାନମଣ୍ଡି ଅନୁଷ୍ଠିତ ହୋଇଯାଇଅଛି । ସଭାପତି ରମଣି ରଞ୍ଜନ ଦାସ କହିଛନ୍ତି ଯେ, ଆଖପାଖ ଅଂଚଳର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ କିଣାଯାଉଛି । ଆଜି ୭୨୦ ରୁ...









All rights reserved. Designed by Inter Softech