
Big brekingହାଇୱା ଧକ୍କାରେ ଶିକ୍ଷୟତ୍ରୀ ଙ୍କ ଘଟଣା ସ୍ଥଳରେ ଶୋଚନୀୟ ମୃତ୍ୟୁ। କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତରେ ମର୍ମନ୍ଦୁତ ସଡ଼କ ଦୁର୍ଘଟଣାରେ ଶିକ୍ଷୟତ୍ରୀ ଙ୍କ ମୃତ୍ୟୁ ହୋଇଥିବାନେଇ ସୂଚନା। କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ ଯୋଡ଼ା ମାଇନିଂ ଛକ ନିକଟସ୍ତ ୫୨୦ ନମ୍ବର ଜାତୀୟ ରାଜପଥରେ ଆଜି ସନ୍ଧ୍ୟା ୫ଟା ସମୟରେ ଏକ ହାଇବା...

ମୁଡ ଅଫ୍ ଦି ନେସନ ସର୍ଭେ ରିପୋର୍ଟ: ଏବେ ନିର୍ବାଚନ ହେଲେ ଏନଡିଏ ପାଇବ ୩୫୦+ ଆସନ ନୁଆଦିଲ୍ଲୀ: ଦେଶରେ ଏବେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରତି ବିପୁଳ ଜନସମର୍ଥନ ରହିଛି। ତେଣୁ ଏବେ ଯଦି ଦେଶରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହୁଏ ତେବେ ବିଜେପି ନେତୃତ୍ବାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ୩୫୦ରୁ ଅଧିକ...

ନୁଆଦିଲ୍ଲୀ: ସୁପ୍ରିମକୋର୍ଟ ଶୁକ୍ରବାର ଦିନ କହିଛନ୍ତି ଯେ ମାସିକ ଋତୁସ୍ରାବ ସ୍ୱାସ୍ଥ୍ୟର ଅଧିକାର ସମ୍ବିଧାନର ଧାରା 21 ଅନୁଯାୟୀ ଜୀବନ ଅଧିକାରର ଏକ ଅଂଶ, କାରଣ ଏହା ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT) ଗୁଡ଼ିକୁ ସମସ୍ତ ସରକାରୀ ଏବଂ ବେସରକାରୀ ସହାୟତା ପ୍ରାପ୍ତ ସ୍କୁଲରେ ଛାତ୍ରୀମାନଙ୍କୁ ମାଗଣା ଜୈବିକ-ବିଘଟନଶୀଳ ମାସିକ ଋତୁସ୍ରାବ ସାନିଟାରୀ ପ୍ୟାଡ୍ ଯୋଗାଇବା...

ରାଷ୍ଟ୍ରପତି ଗସ୍ତ ନିମନ୍ତେ ପର୍ଯ୍ୟଟକଙ୍କ ପାଇଁ ୩ଦିନ କଟକଣା । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶିମିଳିପାଳ ଅଭୟାରଣ୍ୟ ଗସ୍ତ କାର୍ଯ୍ୟକ୍ରମକୁ ନେଇ ୩ଦିନ ଶିମିଳିପାଳ ପର୍ଯ୍ୟଟକଙ୍କ ନିମନ୍ତେ କଟକଣା ଜାରି କରାଯାଇଛି । ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷଣ ଡ଼ଃ ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା...

ରାଷ୍ଟ୍ରୀୟ ପିତା ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକୀକୁ ସହିଦ ଦିବସ ଭାବରେ ପାଳନ କରାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ବାପୁଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଉଭୟ ନେତା ମହାତ୍ମା ଗାନ୍ଧୀଙ୍କ ଆଦର୍ଶକୁ ମନେପକାଇ ଏକ ବିକଶିତ ଏବଂ...

ଅଦାଲତ ଅବମାନନା ମାମଲାରୁ ମୁକୁଳିଲେ ବରିଷ୍ଠ ଆଇଏଏସ୍ ଅଧିକାରୀ ଉଷା ପାଢ଼ୀ । ତାଙ୍କ ସହିତ ନଗର ଉନ୍ନୟନ ବିଭାଗର ନିର୍ଦେଶକ ଏବଂ କଟକ ଜିଲ୍ଲାପାଳ ମଧ୍ୟ ଆଶ୍ୱସ୍ତି ପାଇଛନ୍ତି । ଏହି ୩ ବରିଷ୍ଠ ଅଧିକାରୀ କୋର୍ଟଙ୍କ ଆଦେଶ ପାଳନ କରିଥିବା ନେଇ କମ୍ପଲାଇନ୍ସ ରିପୋର୍ଟ ଦାଖଲ କରିବା ସହ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିବା...











All rights reserved. Designed by Inter Softech