ନୂଆଦିଲ୍ଲୀ, ୨୬/୦୧ : ମହାକାଶଚାରୀ ତଥା ଭାରତୀୟ ବାୟୁସେନାର ଗ୍ରୁପ୍ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ ଅଶୋକ ଚକ୍ରରେ ସମ୍ମାନିତ କରାଯାଇଛି । ୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗ୍ରୁପ୍ କ୍ୟାପଟେନ ଶୁଭାଂଶୁଙ୍କୁ ସମ୍ମାନ ପ୍ରଦାନ କରିଛନ୍ତି । ସାଧାରଣତନ୍ତ୍ର ଦିବସ ଅବସରରେ ଗତକାଲି ସନ୍ଧ୍ୟାରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଲାଙ୍କୁ ଅଶୋକ ଚକ୍ର...

ନୂଆଦିଲ୍ଲୀ, ୨୭/୦୧ : ଆସନ୍ତାକାଲି ଠାରୁ ସଂସଦର ବଜେଟ ଅଧିବେଶନ । ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ସରକାର । ଅଧିବେଶନ ସୁରୁଖୁରୁରେ ଚଳାଇବାକୁ ସମସ୍ତ ରାଜନୈତିକ ଦଳଙ୍କ ସହଯୋଗ ଲୋଡ଼ିବେ ସରକାର ।ଅଧିବେଶନର ଏଜେଣ୍ଡା ସଂପର୍କରେ ମଧ୍ୟ ଆଲୋଚନା ହେବ । ବଜେଟ୍ ଅଧିବେଶନ କାଲିଠାରୁ ଆରମ୍ଭ ହୋଇ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ଚାଲିବ...

ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ଅନୁଗୋଳ ୨୬.୧ :- ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଆଜି ସୋମବାର ପୋଲିସ ଟ୍ରେନିଂ କଲେଜ ପଡିଆ ଠାରେ ପାଳନ ହୋଇଯାଇଅଛି। ଏହି ସମାରୋହରେ ରାଜ୍ୟ ସରକାରଙ୍କ ଦ୍ଵାରା ସ୍ଥିରୀକୃତ ମୁଖ୍ୟଅତିଥି ଭାବେ ଅନୁଗୋଳ ଜିଲ୍ଲାପାଳ ଶ୍ରୀ ଅବଦାଲ ମୁହମ୍ମଦ୍ ଅଖତର ଯୋଗ ଦେଇ ସକାଳ ୯ଘଟିକା ୧୫...

ଭୁବନେଶ୍ବର – ନୂଆ ଦଳ ଗଠନକୁ ନେଇ ମହମ୍ମଦ ମୋକିମ୍ ଙ୍କ ସୂଚନା । ଗତ କିଛି ଦିନ ହେବ ତାଙ୍କ ନୂଆ ଦଳ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଆଜି ସେ ବଡ଼ ଖୁଲାସା କରିଛନ୍ତି । ଓଡ଼ିଶା ଜନତା କଂଗ୍ରେସ କିମ୍ବା ଓଡ଼ିଶା ଲୋକ କଂଗ୍ରେସ ନାଁ ହୋଇପାରେ ବୋଲି ସେ କହିଛନ୍ତି...

ଭୁବନେଶ୍ୱର: ଆସନ୍ତାକାଲି ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ସହ ନବନିର୍ମାଣ ଯୁବଛାତ୍ର ସଂଗଠନ ମଧ୍ୟ ଏହି ବନ୍ଦ ଡାକରାରେ ସାମିଲ ହୋଇଛି । ବନ୍ଦ ଡାକରାକୁ ପୂର୍ଣ୍ଣ ସମର୍ଥନ ଜଣାଇଛି କଂଗ୍ରେସ ଓ ସିପିଆଇ ପକ୍ଷରୁ ମଧ୍ୟ୍ୟ ସମର୍ଥନ କରାଯାଇଛି। ଚାଷୀ ସମସ୍ୟା, ପ୍ରଦୂଷଣ ଓ...

ନୂଆଦିଲ୍ଲୀ : ଭାରତ-EU ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଉଭୟ ପକ୍ଷ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ । ୨୦୦୭ ମସିହାରୁ ୧୮ ବର୍ଷ ଧରି ଚାଲିଥିବା ଏହି ବାଣିଜ୍ୟ ଚୁକ୍ତିନାମା ପାଇଁ ଆଲୋଚନା ଶେଷରେ ସଫଳ ହୋଇଛି । ଐତିହାସିକ ଚୁକ୍ତିନାମା ଉପରେ ମୋହର ଲାଗିଥିବା ନେଇ ଆନୁଷ୍ଠାନିକ ଭାବେ...

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/03/Picsart_25-11-05_07-59-52-526-20.jpg)

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-16.jpg)

All rights reserved. Designed by Inter Softech