
ଭୁବନେଶ୍ବର : ଝିଅ ବିବାହକୁ ନେଇ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ବିବାହ ପୂର୍ବରୁ ପରିବାର ଲୋକ ଝିଅର ସ୍ବୀକୃତି ନେବା ଜରୁରୀ । ଜୋର୍ ଜବରଦସ୍ତି କନ୍ୟାର ବିବାହ କରି ପାରିବେ ନାହିଁ ଅଭିଭାବକ । ଝିଅ ନିଖୋଜ ଅଭିଯୋଗରେ ଦାୟର ହୋଇଥିବା ଏକ ‘ହେବିୟସ କର୍ପସ’ ପିଟିସନ୍ର ଶୁଣାଣି କରି ହାଇକୋର୍ଟ ଏଭଳି...

ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ। ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି । ବ୍ଲକରୁ ରାଜ୍ୟ ସ୍ତର ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ ଓଡ଼ିଆରେ ହେବ। ସମସ୍ତ ନୋଟିସ୍, ବିଜ୍ଞପ୍ତି, ପତ୍ର ବିନିମୟ ଇତ୍ୟାଦି ଓଡ଼ିଆରେ ହେବ ବୋଲି ଚିଠିରେ ଉଲ୍ଲେଖ ରହିଛି । ଖିଲାପ କଲେ ତାଗିଦ ସହ କାରଣ ଦର୍ଶାଅ...

ଭୁବନେଶ୍ବରରେ ମାଞ୍ଜା ସୂତା ଚଢ଼ାଉ ଭୁବନେଶ୍ୱର: ଭୁବନେଶ୍ବର ଏକ ନମ୍ୱର ହାଟରେ ଗୁଡ଼ି ମାଞ୍ଜା ସୂତା ବିକୁଥିବା ଦୋକାନରେ ଚଢ଼ାଉ କରିଛି ପୋଲିସ୍। ଡିସିପି ୱାଇ ବି ଖୁରାନିଆଙ୍କ ନିର୍ଦ୍ଦେଶରେ କ୍ୟାପିଟାଲ୍ ଥାନା ପକ୍ଷରୁ ଚଢ଼ାଉ କରାଯାଇଛି। ମାଞ୍ଜା ସୂତା ବିକୁଥିବା ଦୋକାନୀ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ମାଞ୍ଜା ସୂତା ଲାଗି ଗୁରୁତର ହୋଇଥିଲେ...

*ରାମକୃଷ୍ଣ ସେବା ସମିତି ପକ୍ଷରୁ ଗରିବ ଲୋକଙ୍କୁ କମ୍ବଳ ଓ ଲୁଗା ବଣ୍ଟନ* ତାଳଚେର :ତା 14/01/2026: ତାଳଚେର ରାମକୃଷ୍ଣ ସେବା ସମିତି ପକ୍ଷରୁ ଆଜି ମକର ସଂକ୍ରାନ୍ତି ରେ ବିଭିନ୍ନ ସେବା ମୂଳକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି |ରାମକୃଷ୍ଣ ବିଦ୍ୟା ମନ୍ଦିର ରେ ଅନୁଷ୍ଠିତ 20 ତମ ସେବା ସଂକଳ୍ପ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି...

ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଅବସରରେ ପୁଣ୍ୟତୋୟା ବୈତରଣୀରେ ମକର ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦୁଝର ଜିଲ୍ଲା ପାଟଣାରେ ଥିବା ବୈତରଣୀ ନଦୀର ଶୈବ୍ୟା କାବେରୀ ଘାଟରେ ପତ୍ନୀଙ୍କ ସହ ମୁଖ୍ୟମନ୍ତ୍ରୀ ବୁଡ଼ ପକାଇଛନ୍ତି। ପରେ ପରମେଶ୍ଵର ବନ୍ଦିର ଏବଂ ଆନନ୍ଦେଶ୍ଵର ମନ୍ଦିରରେ ପୂଜାର୍ଚ୍ଚନା କରି ରାଜ୍ୟବାସୀଙ୍କ ମଙ୍ଗଳ କାମନା...

ମକରସଂକ୍ରାନ୍ତି ଅବସରରେ ମାଆ ତାରିଣୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା ସହ ପ୍ରସାଦବଣ୍ଟନ ବଡ଼ବିଲ – ଆଜି ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ବଡ଼ବିଲ ଓ ଏହାର ଆଖପାଖ ଅଞ୍ଚଳରେ ଥିବା ବିଭିନ୍ନ ଶକ୍ତିପୀଠ ଓ ଶୈବାଳୟ ମାନଙ୍କରେ ପୂଜାର୍ଚ୍ଚନା ପାଇଁ ବହୁ ମାତ୍ରାରେ ଭକ୍ତଙ୍କ ସମାଗମ ହୋଇଥିବା ପରିଲକ୍ଷିତ ହୋଇଥିଲା। ଏବଂ ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲ୍ଲାର ଖଣିଜ...









All rights reserved. Designed by Inter Softech