ଭୁବନେଶ୍ୱର, ୧୩/୦୧ : ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା । କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ଘଟଣାକୁ ନେଇ ମର୍କତନଗର ଥାନାରେ ରୁଜୁ ମାମଲାରେ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା ମିଳିଛି । ସୋମେଶ ଓ ଅର୍ପିତାଙ୍କ ତରଫରୁ...

ରବିବାର ଦିନ ବିଜୁ ଜନତା ଦଳର ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ବିଜୁ ଜନତା ଦଳର ଅନୁଗୁଳ ଜିଲ୍ଲା ସଭାପତି ଶ୍ରୀ ବ୍ରଜକିଶୋର ପ୍ରଧାନଙ୍କ ସଭାପତିତ୍ୱରେ ଜିଲ୍ଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଗୁଳ ସଭାଘର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକାରିଣୀ ବୈଠକରେ ୯ଟି ପ୍ରସ୍ତାବ ପାରିତ ହୋଇଯାଇଛି...

ଖୁବଶିଘ୍ର ବଢିପାରେ ବିଧାନସଭା ସିଟ ସଂଖ୍ୟା । ଓଡ଼ିଶା ବିଧାନସଭା ସୀମା ପୁନଃ ନିର୍ଦ୍ଧାରଣ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ ସୂଚନା ଦେଇଛନ୍ତି । ବିଧାନସଭାରେ ଆଉ ୫୦ଟି ସିଟ ବଢିପାରେ । ଏବେ ୧୪୭ଟି ଅଛି ଯାହାକୁ ୨୦୦କୁ ବଢିପାରେ । ଫଳରେ ୩୦୦ ସଦସ୍ୟ ବସିବା ଭଳି କ୍ଷମତାର ନୂଆ ବିଧାନସଭା...

ଭାରତ ଓ ଆମେରିକା ମଧ୍ୟରେ ପରବର୍ତ୍ତୀ ପର୍ଯ୍ୟାୟ ବାଣିଜ୍ୟ ଆଲୋଚନା ଆସନ୍ତାକାଲି ହେବ ବୋଲି ଭାରତ ପାଇଁ ନିଯୁକ୍ତ ଆମେରିକାର ନୂଆ ରାଷ୍ଟ୍ରଦୂତ ସର୍ଜିଓ ଗୋର୍ ଆଜି ଦାୟିତ୍ବ ଗ୍ରହଣ କରିବା ଅବସରରେ କରିଛନ୍ତି। ବାଣିଜ୍ୟ ଆଲୋଚନା ନେଇ ଉଭୟ ପକ୍ଷ ସକ୍ରିୟଭାବେ କାର୍ଯ୍ୟ କରୁଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟ ଆଲୋଚନା ଆସନ୍ତାକାଲି ହେବ ବୋଲି ସେ କହିଛନ୍ତି।...

ଆଜିଠାରୁ ୨ଦିନିଆ କେନ୍ଦୁଝର ଜିଲ୍ଲା କାର୍ଯ୍ୟକ୍ରମ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତବର୍ଷ ଭଳି ଏବର୍ଷ ମଧ୍ୟ ବୈତରଣୀରେ ମକର ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିପାଇଁ, ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଗସ୍ତର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ, ଜିଲ୍ଲାର ବିକାଶ ପାଇଁ ୧୭୩୪...

ଆଜିଠାରୁ ଆରମ୍ଭ ହେବ ଭାରତ-ଆମେରିକା ବାଣିଜ୍ୟ ଆଲୋଚନା । ଭାରତ ଉପରେ ଆମେରିକା ୫୦ ପ୍ରତିଶତ ଟାରିଫ ଲଦିଥିବା ବେଳେ ଅନେକ ପର୍ଯ୍ୟାୟ ଆଲୋଚନା ପରେ ମଧ୍ୟ ଟ୍ରେଡ ଡିଲ ହୋଇପାରିନାହିଁ । ଆଜିଠାରୁ ଦୁଇ ଦେଶ ମଧ୍ୟରେ ଆରମ୍ଭ ହେବ ନୂଆ ପର୍ଯ୍ୟାୟ ଆଲୋଚନା । ଏନେଇ ଗତକାଲି ସୂଚନା ଦେଇଥିଲେ ଆମେରିକା ରାଷ୍ଟ୍ରଦୂତ ସର୍ଗିଓ...

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/03/Picsart_25-11-05_07-59-52-526-11.jpg)

All rights reserved. Designed by Inter Softech