
ବୃ୍ଷରୋପଣ କରି ବିଶ୍ବ ପରିବେଶ ଦିବସ ପାଳିଲେ ସମାଜସେବୀ ବିଭୂତି ସାହୁ ତାଳଚେର,୫/୬: ବଢୁଥିବା ପ୍ରଦୂଷଣ, ଜଳବାୟୁ ପରିବର୍ତ୍ତନ ଓ ଜଙ୍ଗଲ କ୍ଷୟ ମଧ୍ୟରେ ପରିବେଶ ସୁରକ୍ଷା ଆଜି ଏକ ବଡ଼ ଚ୍ୟାଲେଞ୍ଜ ପାଲଟିଛି। ତେଣୁ ବ୍ୟାପକ ବୃକ୍ଷରୋପଣ ଆଜିର ସମୟରେ ଜରୁରୀ ହୋଇପଡିଛି। ଏହାକୁ ଦୃଷ୍ଟିରେ ରଖି ଆଜି ଜୁନ ୫ ତାରିଖ ବିଶ୍ଵ ପରିବେଶ...

ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ମିଳିବ ଆଶ୍ୱସ୍ତି। ଖରା ଛୁଟି ପୂର୍ବରୁ ସମସ୍ତ ଛାତ୍ରଛାତ୍ରୀଙ୍କ ପାଖରେ ପହଞ୍ଚିବ ପାଠ୍ୟପୁସ୍ତକ। ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି ନବେ ପ୍ରତିଶତ ବହି ଛପା ସରିଲାଣି ବାକି ଦଶ ପ୍ରତିଶତ ବହି ଖରାଛୁଟି ସରିବା ପୂର୍ବରୁ ପହଞ୍ଚିବ।

ପୁରୀ : ଇସ୍କନର ବେଆଇନ ରଥଯାତ୍ରା ବିରୋଧରେ ବଡ଼ ପଦକ୍ଷେପ । ପରମ୍ପରା ରକ୍ଷା ପାଇଁ ଗଜପତିଙ୍କ ଅପିଲ୍! । ବିଦେଶରେ ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି ଗଜପତି ମହାରାଜା!। ଶ୍ରୀଜଗନ୍ନାଥ ସଂସ୍କୃତି ଓ ଶାସ୍ତ୍ରୀୟ ନୀତିର ସୁରକ୍ଷା ପାଇଁ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବଡ଼ ପଦକ୍ଷେପ...

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଶନିବାର ଅପରାହ୍ଣ ପ୍ରାୟ ସାଢ଼େ ୩ଟା ବେଳେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ହଠାତ୍ ଆକାଶ ମେଘାଚ୍ଛନ୍ନ ହେବା ସହ ବର୍ଷା ଓ ଘଡ଼ଘଡ଼ି ଆରମ୍ଭ ହୋଇଥିଲା। କିଛି ସ୍ଥାନରେ କୁଆପଥର ମାଡ଼ ମଧ୍ୟ ହୋଇଥିଲା। ଏହା ଫଳରେ ସହରର ବିଭିନ୍ନ ଅଞ୍ଚଳରେ ଜନଜୀବନ କିଛି ସମୟ ପାଇଁ ପ୍ରଭାବିତ ହୋଇଥିଲା।ଆଜିର ଏହି...

ଭୁବନେଶ୍ୱର: ବୋର୍ଡ – ନିଗମ ନିଯୁକ୍ତି ନେଇ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି । ଜୁନ ୧ ତାରିଖରେ ପବ୍ଲିକ ଏଣ୍ଟରପ୍ରାଇସ ବିଭାଗ ପକ୍ଷରୁ ପିଏସୟୁରେ ନିଯୁକ୍ତି ନେଇ ଚିଠି ଦିଆଯାଇଛି । ଜୁନ ୩୦ ସୁଦ୍ଧା ପିଏସୟୁ ଗୁଡିକରେ ନିଯୁକ୍ତି ସାରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି । ୩୨ଟି ବିଭାଗରେ ୧ ହଜାର ୧୮୩...

ନୁଆଦିଲ୍ଲୀ: ଶୁକ୍ରବାର ରାତିରେ ହିମାଚଳ ପ୍ରଦେଶରେ ଭୂମିକମ୍ପ ଅନୁଭୂତ ହୋଇଛି। ପ୍ରାଥମିକ ସୂଚନା ଅନୁଯାୟୀ ଏହାର ତୀବ୍ରତା ୪.୩ ଥିଲା। ଧର୍ମଶାଳାରୁ ପ୍ରାୟ ୧୮ କିଲୋମିଟର ଦୂରରେ ଭୂମିକମ୍ପର କେନ୍ଦ୍ରସ୍ଥଳ ବୋଲି ଜଣାପଡିଛି। ରାତି ୧୦:୦୪ ସମୟରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକଙ୍କ ମଧ୍ୟରେ କିଛି ସମୟ ପାଇଁ ଭୟ ସୃଷ୍ଟି ହୋଇଥିଲା।...

ମୁମ୍ବାଇ: ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଗୁରୁବାର ରାତିରେ ଭାରତ ଦମଦାର ପ୍ରଦର୍ଶନ କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତୀୟ ଟିମ୍ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଚମତ୍କାର ପ୍ରଦର୍ଶନ ସହ ଇଂଲଣ୍ଡକୁ ୭ରନ୍ରେ ପରାସ୍ତ କରିଛି। ଦ୍ୱିତୀୟ ସେମିଫାଇନାଲରେ ଭାରତ ଏହି ବିଜୟ ସହିତ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ଦ୍ୱାରା ପରିଚାଳିତ ପୁରୁଷ ଟି୨୦ ବିଶ୍ୱକପ୍-୨୦୨୬ର...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାଉଦି ଆରବର ଯୁବରାଜ ତଥା ପ୍ରଧାନମନ୍ତ୍ରୀ ଯୁବରାଜ ମହମ୍ମଦ ବିନ୍ ସଲମାନଙ୍କ ସହ ଆଲୋଚନା କରିଛନ୍ତି। ଦୁଇ ନେତା ପଶ୍ଚିମ ଏସିଆର ପରିବର୍ତ୍ତିତ ପରିସ୍ଥିତି ଉପରେ ଆଲୋଚନା କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ସାଉଦି ଆରବ ଉପରେ ନିକଟରେ ହୋଇଥିବା ଆକ୍ରମଣକୁ ଦୃଢ଼ ନିନ୍ଦା କରି କହିଥିଲେ ଯେ ଏହା ଏହାର ସାର୍ବଭୌମତ୍ୱ ଏବଂ...

ଭୁବନେଶ୍ୱର: ଆଜି ନୁହେଁ ଆସନ୍ତାକାଲି ଓଡିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଓଡିଶା ପହଞ୍ଚିବା ପରେ ସିଧା ମୁଣ୍ଡୁଳି ଯାଇ କାର୍ଯ୍ୟକ୍ରମରେ ଯୋଗ ଦେବେ । ପରେ ପରେ ପାରାଦୀପ ଓ ଭୁବନେଶ୍ୱରରେ ମଧ୍ୟ ଶାହ କାର୍ଯ୍ୟକ୍ରମରେ ଯୋଗ ଦେବାର ଅଛି । ଜଟଣୀ ଠାରେ ଜାତୀୟ ଫୋରେନସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ...

ନୁଆଦିଲ୍ଲୀ: ଇରାନ-ଇସ୍ରାଏଲ ଉତ୍ତେଜନା ମଧ୍ୟରେ ବାହାରିନ ଯାତ୍ରା କରିଥିବା ତେଲେଙ୍ଗାନା ଏବଂ ଆନ୍ଧ୍ର ପ୍ରଦେଶର ଅନେକ ତେଲୁଗୁ ପରିବାର ସେଠାରେ ଫସି ରହିଛନ୍ତି। ଫେବୃଆରୀ ୨୪ ତାରିଖରେ ଚାରି ଦିନିଆ ପର୍ଯ୍ୟଟନ ଭିସା ଗସ୍ତରେ ଆସି ସେମାନେ ଏବେ ବାହାରିନର ରାଜଧାନୀ ମାନାରେ ହୋଟେଲ ଏବଂ ଆପାର୍ଟମେଣ୍ଟରେ ରହୁଛନ୍ତି। ପରିସ୍ଥିତି ହଠାତ୍ ଖରାପ ହେବା ପରେ ବିମାନ...

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାଉଦି ଆରବର ଯୁବରାଜ ତଥା ପ୍ରଧାନମନ୍ତ୍ରୀ ଯୁବରାଜ ମହମ୍ମଦ ବିନ୍ ସଲମାନଙ୍କ ସହ ଆଲୋଚନା କରିଛନ୍ତି। ଦୁଇ ନେତା ପଶ୍ଚିମ ଏସିଆର ପରିବର୍ତ୍ତିତ ପରିସ୍ଥିତି ଉପରେ ଆଲୋଚନା କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ସାଉଦି ଆରବ ଉପରେ ନିକଟରେ ହୋଇଥିବା ଆକ୍ରମଣକୁ ଦୃଢ଼ ନିନ୍ଦା କରି କହିଥିଲେ ଯେ ଏହା ଏହାର ସାର୍ବଭୌମତ୍ୱ...

୯ ଜଣିଆ ରାଜ୍ୟସଭା ପ୍ରାର୍ଥୀ ତାଲିକା ଘଷଣା କଲା ବିଜେପି । ବିହାରରୁ ପ୍ରାର୍ଥୀ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ । ଶିବେଶ କୁମାର ମଧ୍ୟ ବିହାରରୁ ଦ୍ୱିତୀୟ ପ୍ରାର୍ଥୀ । ଆସାମରୁ ତେରାଶ ଗୋୱାଲା, ଜୋଗେନ ମୋହନ ପ୍ରାର୍ଥୀ । ଛତିଶଗଡରୁ ଲକ୍ଷ୍ମୀ ବର୍ମା , ହରିୟାଣାରୁ ସଞ୍ଜୟ ଭାଟିଆ ପ୍ରାର୍ଥୀ ,...










All rights reserved. Designed by Inter Softech