
ଭୁବନେଶ୍ୱର: ଓଡ଼ିଶା ରେ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର)କାର୍ଯ୍ୟକ୍ରମ ଜୋରସୋରରେ ଚାଲିଛି। କୌଣସି ଯୋଗ୍ୟ ଭୋଟର ଯେପରି ବାଦ୍ ନପଡ଼ନ୍ତି, ତାହା ନିଶ୍ଚିତ କରିବା ପାଇଁ ବୁଥ୍ ସ୍ତରୀୟ ଅଧିକାରୀ (ବିଏଲଓ), ବିଏଲ୍ଓ ସୁପରଭାଇଜର, ସମସ୍ତ ନିର୍ବାଚନ ଅଧିକାରୀ, ରାଜନୈତିକ ଦଳଗୁଡ଼ିକ ଦ୍ୱାରା ନିଯୁକ୍ତ ବିଏଲ୍ଏ (ବିଏଲଏ) ମାନେ ତୃଣମୂଳ ସ୍ତରରେ ଘରକୁ ଘର ବୁଲି ସଘନ...

ଭୁବନେଶ୍ୱର : ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜୁନ ୧୯ରେ ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଆସିପାରନ୍ତି ରାଷ୍ଟ୍ରପତି। ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ ଦେଲେ ସୂଚନା। ଗସ୍ତ ସମୟରେ ଅନେକ ପ୍ରକଳ୍ପର କରିପାରନ୍ତି ଲୋକାର୍ପଣ। ଆସନ୍ତା ୨୦ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବା ନେଇ ଖବର ମିଳିଛି ।

ଭୁବନେଶ୍ୱର: ଆଜି ଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୮ତମ ପାଳି। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସକାଳେ ଭୁବନେଶ୍ୱର ୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୧୩ଜଣ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।ଏହି ଅବସରରେ...

ଭୁବନେଶ୍ୱର: ଓଡ଼ିଶାର ଖଣିଜ କ୍ଷେତ୍ରକୁ ସୁଦୃଢ଼ କରିବା ଏବଂ ଜାତୀୟ ଅର୍ଥନୀତିରେ ଓଡ଼ିଶାର ଅବଦାନକୁ ଆହୁରି ବୃଦ୍ଧି କରିବା ପାଇଁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଶ୍ରୀ ଜି. କିଷନ ରେଡ୍ଡୀଙ୍କ ସହିତ ଆଲୋଚନା କରି କେନ୍ଦ୍ର ସରକାରଙ୍କ ସହଯୋଗ କାମନା କରିଛନ୍ତି ।...
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-1-scaled.jpg)
ଆଜିର ରାଶିଫଳ (ମଙ୍ଗଳବାର, ୨ ଜୁନ୍ ୨୦୨୬) ଜାଗ୍ରତ ଭାରତ ନ୍ୟୂଜ୍ ପାଠକମାନଙ୍କ ପାଇଁ ଆଜିର ଦିନଟି କିପରି ରହିବ, ତାହାର ଏକ ସଂକ୍ଷିପ୍ତ ସୂଚନା ନିମ୍ନରେ ପ୍ରଦାନ କରାଗଲା: ♈ ମେଷ (Aries) ♉ ବୃଷ (Taurus) ♊ ମିଥୁନ (Gemini) ♋ କର୍କଟ (Cancer) ♌ ସିଂହ (Leo) ♍ କନ୍ୟା (Virgo) ♎...

ଗ୍ଲାମ ଇଣ୍ଡିଆ ୨୦୨୬ରେ ଚମକିଲେ ଅନୁଗୋଳର ପୁଅ ଡି. ଶ୍ରେୟାଂଶ କୁମାର ଅନୁଗୋଳ, ଗ୍ଲାମ ଇଣ୍ଡିଆ ୨୦୨୬ ପ୍ରତିଯୋଗିତାରେ ଅନୁଗୋଳର ପୁଅ ଡି. ଶ୍ରେୟାଂଶ କୁମାର ଶତପଥୀ ସଫଳତାର ଶିଖର ଛୁଇଁ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ଅନୁଗୋଳର ଅମୁଲ୍ୟ ଶତପଥୀ ଓ ଦୀପିକା ମିଶ୍ରଙ୍କ ପୁତ୍ର ଶ୍ରେୟାଂଶ ଭୁବନେଶ୍ୱରରେ ଆୟୋଜିତ ଏହି ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ...

ନୁଆଦିଲ୍ଲୀ : ପାକିସ୍ତାନକୁ ଝଟକା। ସିନ୍ଧୁ ନଦୀଜଳ ଚୁକ୍ତି ବାତିଲ କରିବା ପରେ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ। ଜମ୍ମୁକାଶ୍ମୀରର ଚେନାବ ନଦୀରେ ଏକ ବୃହତ୍ ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ ପ୍ରକ୍ରିୟା ଆରମ୍ଭ କଲା ଭାରତ। ଏଥିପାଇଁ ୫,୧୨୯ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ପ୍ରକଳ୍ପ ନିର୍ମାଣ ଲାଗି ଜାତୀୟ ଜଳବିଦ୍ୟୁତ ଶକ୍ତି ନିଗମ (ଏନ୍ଏଚ୍ପିସି)...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସେସେଲ୍ସପାଇଁ ୧୭୫ ମିଲିୟନ୍ ଆମେରିକୀୟ ଡଲାର ମୂଲ୍ୟର ଏକ ସ୍ୱତନ୍ତ୍ର ଆର୍ଥିକ ପ୍ୟାକେଜ୍ ଘୋଷଣା କରିଛନ୍ତି । ସେସେଲ୍ସର ରାଷ୍ଟ୍ରପତି ଡକ୍ଟର ପାଟ୍ରିକ୍ ହର୍ମିନିଙ୍କ ସହିତ ନୂଆଦିଲ୍ଲୀରେ ଏକ ମିଳିତ ସାମ୍ବାଦିକ ସମ୍ବିଳନୀକୁ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି, ସେସେଲ୍ସର ଗୃହନିର୍ମାଣ, ଇ-ମୋବିଲିଟି, ବୃତ୍ତିଗତ ପ୍ରଶିକ୍ଷଣ, ସ୍ୱାସ୍ଥ୍ୟ, ପ୍ରତିରକ୍ଷା, ସାମୁଦ୍ରିକ ନିରାପତ୍ତା...

ପୁଣି ମଣିପୁରରେ ହିଂସା ଦେଖିବାକୁ ମିଳିଛି । ନାଗା ସମ୍ପ୍ରଦାୟର ଜଣଙ୍କ ଉପରେ ଆକ୍ରମଣ ପରେ ପରସ୍ପର ଉପରେ ଆକ୍ରମଣ ସହ ଘରପୋଡ଼ି ପରିସ୍ଥିତି ସୃଷ୍ଟି ହୋଇଛି । ମଣିପୁରର ଉଖ୍ରୁଳ ଜିଲ୍ଲାରେ ହିଂସା ଉଗ୍ର ରୂପ ନେଇଛି । ସଶସ୍ତ୍ର ହିଂସାକାରୀ ଅନେକ ଘରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି । ତାଙ୍ଗଖୁଲ ନାଗା...

ଜାପାନରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନେ ତାକାଇଚିଙ୍କ ଲିବରାଲ ଡେମୋକ୍ରାଟିକ ପାର୍ଟି (ଏଲଡିପି)କୁ ବୃହତ ବିଜୟ ମିଳିଛି । ନିମ୍ନ ସଦନରେ ଥିବା ୪୬୫ ଆସନ ଲାଗି ଭୋଟିଂ ହୋଇଥିଲା । ବହୁମତ ସଂଖ୍ୟା ୨୩୩ ଥିଲା । ଏଲଡିପି ଏହି ଅଙ୍କ ପାର୍ କରି ୩୦୦ରୁ ଅଧିକ ଆସନ ହାତେଇଥିବା ପ୍ରାଥମିକ ରିପୋର୍ଟରୁ ଜଣାପଡ଼ିଛି...

ସଂସଦ ଭବନକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି । ୧୩ ତାରିଖ ଦିନ ରାତି ୧ଟା ୧୧ରେ ବିସ୍ଫୋରଣ କରାଇବାକୁ ଧମକ ଦିଆଯାଇଛି । ସଂସଦ ଭବନ ସହ ଆଉ ୯ଟି ସ୍କୁଲକୁ ବି ଆସିଛି ବୋମା ଧମକ । ଖଲିସ୍ତାନ ନାଁରେ ମେଲ୍ରେ ଆସିଛି ଧମକ । ଦିଲ୍ଲୀକୁ ଖଲିସ୍ତାନ କରିବାକୁ ମେଲ୍ରେ ଉଲ୍ଲେଖ...

ସୋମବାର ସକାଳେ ରାଜଧାନୀ ଦିଲ୍ଲୀରେ ଆତଙ୍କ ଖେଳିଗଲା ଯେତେବେଳେ ସହରର ବିଭିନ୍ନ ଅଞ୍ଚଳର ନଅଟି ପ୍ରମୁଖ ସ୍କୁଲକୁ ବୋମା ଧମକ ଆସିଲା। ଏହି ଧମକପୂର୍ଣ୍ଣ କଲଗୁଡ଼ିକ ସକାଳ ୮ଟା ୩୦ ରୁ ୯ଟା ମଧ୍ୟରେ ଆସିଥିଲା, ଯାହା ଫଳରେ ସ୍କୁଲ ପ୍ରଶାସନ ଏବଂ ସୁରକ୍ଷା ଏଜେନ୍ସିଗୁଡ଼ିକ ତୁରନ୍ତ ସତର୍କ ହୋଇଗଲେ। ସୂଚନା ପାଇବା ପରେ, ସ୍କୁଲଗୁଡ଼ିକ ତୁରନ୍ତ...



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-10-scaled.jpg)



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-10-scaled.jpg)



All rights reserved. Designed by Inter Softech