
ଉତ୍କଟ ପାନୀୟ ଜଳ ସମସ୍ୟାରେ ପେଷି ହେଉଛନ୍ତି ବଡ଼ତଇଳା ସାହିବାସୀ ଅନୁଗୋଳ: ବଅଁରପାଳ ବ୍ଲକ ଅନ୍ତର୍ଗତ ବଳରାମ ପ୍ରସାଦ ଗ୍ରାମ ପଞ୍ଚାୟତର ବଡ଼ତଇଳା ସାହିରେ ଦେଖାଦେଇଛି ଉତ୍କଟ ପାନୀୟ ଜଳ ସଙ୍କଟ। ଦୀର୍ଘଦିନ ଧରି ଏହି ସମସ୍ୟା ଲାଗି ରହିଥିବାବେଳେ ଖରାଦିନ ଆସିବା ସହ ପରିସ୍ଥିତି ଆହୁରି ଜଟିଳି ହୋଇପଡ଼ିଛି। ଗ୍ରାମବାସୀଙ୍କ ଅଭିଯୋଗ, ନାଲକୋ କ୍ଷତିଗ୍ରସ୍ତ ଗ୍ରାମ...

ପ୍ରଧାନଶିକ୍ଷୟିତ୍ରୀ ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ଯାଜପୁର – ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଳକ ଅନ୍ତର୍ଗତ ଚନ୍ଦ୍ର ମୁଁ ପଞ୍ଚାୟତର ଚନ୍ଦ୍ର ମୁଁ ଉପ୍ରା ବିଦ୍ୟାଳୟ ର ପ୍ରଧାନଶିକ୍ଷୟିତ୍ରୀ ତଥା ବିଶିଷ୍ଟ ସମାଜସେବୀ,କବୀ,ଲେଖକ ଶ୍ରୀମତୀ ଟିକିଲତା ବେହେରା ସେବାରୁ ନିବୃତ ହେଉଥିବାରୁ ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟ ତରଫରୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଶିକ୍ଷାବିତ ରତନଲାଲ ଭୁୟାଁ...

ବିଧାୟକ ଙ୍କ ନିଜସ୍ୱ ଗ୍ରାମ ରାସ୍ତା ୪ବର୍ଷ ହେଲା ନିର୍ମାଣ ସରୁନି : ବିଭାଗ କୁମ୍ଭ କର୍ଣ୍ଣ ନିଦ୍ରାରେ ବାଲିଗୁଡା, ତା, ୦୧/୦୬:(ସୁଶୀଳ କୁମାର ପାଣିଗ୍ରାହୀ): ପ୍ରଶାସନିକ ଉଦାସୀନତା ଓ ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ସ୍ଥାନୀୟ ଅଞ୍ଚଳବାସୀ ମରଣଯନ୍ତା ପାଲଟିଥିବା ରାସ୍ତାରେ ଯାତାୟାତ କରିବାକୁ ବାଧ୍ୟ ହେଉଛନ୍ତି। ବିଗତ ୪ ବର୍ଷ ହେବ କଇଁଝର-ଗୁଟିଙ୍ଗିଆ ରାସ୍ତା...

ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସମର କପ୍ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଉଦଯାପିତ ବାଲିଗୁଡା, ତା, ୦୧/୦୬:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ପରିସରରେ ସମରକପ ୨୦୨୬ ବ୍ୟାଡ଼ମିଣ୍ଟନ୍ ପ୍ରତିଯୋଗିତା ତିନି ଦିନ ଧରି ଅନୁଷ୍ଠିତ ହେବା ପରେ ଉଦଯାପିତ ହୋଇଯାଇଛି l...

ଟୋକନ ସମସ୍ୟା ର ସମାଧାନ ସାତ ଦିନ ମଧ୍ୟରେ ହେବ, ପ୍ରତିଶୃତି ଦେଲେ ବିଧାୟକ ଭଟଲି :- ଆଜି ଜୟ କିସାନ ଆନ୍ଦୋଳନ ତରଫରୁ ବରଗଡ଼ ଜିଲ୍ଲା ଅନ୍ତର୍ଗତ ଭଟଲି ନିର୍ବାଚନ ମଣ୍ଡଳୀ ର ତିନୋଟି ଯାକ ବ୍ଳକ ରୁ ପ୍ରାୟ ଶତାଧିକ ଚାଷୀ ଟୋକନ ସମସ୍ୟା କୁ ନେଇ ବିଧାୟକ ଇରାଶିଷ ଆଚାର୍ଯ୍ୟ ଙ୍କ କାର୍ଯ୍ୟାଳୟ...

ମେଧାବୀ ଛାତ୍ରୀ ଶୁଭଲକ୍ଷ୍ମୀଙ୍କ ଉଜ୍ଜ୍ଵଳ ଭବିଷ୍ୟତ ଗଢୁଛି ଟାଟା ଷ୍ଟିଲ ଫାଉଣ୍ଡେସନ ମେରାମଣ୍ଡଳୀ, ୦୧/୦୬ /୨୦୨୬ : ଦୃଢ଼ ଇଚ୍ଛାଶକ୍ତି ଏବଂ ଆବଶ୍ୟକ ସହଯୋଗ କିଭଳି ଜଣେ ମେଧାବୀ ଛାତ୍ରୀଙ୍କ ଭବିଷ୍ୟତକୁ ଉଜ୍ଜ୍ୱଳ କରିପାରେ, ତାର ଏକ ଉଦାହରଣ ହେଉଛନ୍ତି ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ୍ ଅଧୀନ ନୂଆହତା ଗ୍ରାମର ଶୁଭଲକ୍ଷ୍ମୀ ଭୋଇ। ଶୁଭଲକ୍ଷ୍ମୀ ନୂଆହତା ୟୁଜି...

ନୁଆଦିଲ୍ଲୀ: ଶୁକ୍ରବାର ସଂସଦରେ ବଜେଟ୍ ୨୦୨୬-୨୭ ଉପରେ ସାଧାରଣ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ଆଜି ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିବା ସହ ସ୍ଲୋଗାନ ଦେଇଥିଲେ । ଏହାପରେ ଲୋକସଭା ବାଚସ୍ପତି ଓମ ବିର୍ଲା ଗୃହକୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି । ଆଜି ଅଧିବେଶନ ଆରମ୍ଭ...

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଲୋକପ୍ରିୟ ପରିକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ। ପରୀକ୍ଷାର୍ଥୀଙ୍କୁ ପରୀକ୍ଷା ଚାପରୁ ବାହାର କରିବା ଏବଂ ସେମାନଙ୍କୁ ସକାରାତ୍ମକ ବିଚାର ସହ ଆଗକୁ ବଢ଼ିବାକୁ ପରୀକ୍ଷାର୍ଥୀଙ୍କୁ ଟିପ୍ସ ଦେବେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ କାର୍ଯ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ର ଆଜି ହେଉଛି ୯ମ ସଂସ୍କରଣ।...

ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆକ୍ରମଣ କରିବାକୁ ଷଡଯନ୍ତ୍ର କରାଯାଇଥିଲା । ଏଭଳି କିଛି ବିସ୍ଫୋରକ ବୟାନ ଗୃହରେ ରଖିଛନ୍ତି ବାଚସ୍ପତି ଓମ୍ ବିର୍ଲା । ଆଜି ବାରମ୍ବାର ଗୃହ ମୁଲତବୀ ହେବା ପରେ ଦିନ ୨ଟା ପରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା । ଏହି ସମୟରେ ବି ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହକୁ ପୁଣି...

ନୁଆଦିଲ୍ଲୀ, ୦୪/୦୨ : ମଣିପୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ବିଜେପିର ୟୁମନାମ୍ ଖେମଚାନ୍ଦ ସିଂହ । ଆଜି ଅପରାହ୍ନରେ ମଣିପୁରରୁ ରାଷ୍ଟ୍ରପତି ଶାସନ ହଟିଥିଲା ।ମଣିପୁରର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ୟୁମନାମ୍ ଖେମଚାନ୍ଦ ସିଂହ । ମଣିପୁର ଲୋକଭବନରେ ରାଜ୍ୟପାଳ ଅଜୟ କୁମାର ଭଲ୍ଲା ତାଙ୍କୁ ପଦ ଏବଂ ଗୋପନୀୟତାର...

ଜଗା ଦର୍ଶନରୁ ଆରମ୍ଭ ହୋଇ ଜନ୍ମମାଟିରେ ଶେଷ ହେଲା ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ତୃତୀୟ ଦିନ । ଆଜି ଶିମିଳିପାଳନ ଯିବେ ରାଷ୍ଟ୍ରପତି । ସେଥିପାଇଁ ସବୁ ପ୍ରସ୍ତୁତି ସରିଛି । ଗତକାଲି ଶ୍ରୀମନ୍ଦିରକୁ ଯାଇ ଚତୁର୍ଦ୍ଧାମୁର୍ତ୍ତିଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ଭକ୍ତିଭାବରେ ଗଦଗଦ ହୋଇ ପ୍ରାୟ ୪୫ ମିନିଟ୍ କାଳ ମହାପ୍ରଭୁଙ୍କ ସାନିଧ୍ୟ...

୨୦୧୧ ଜନଗଣନା ଅନୁଯାୟୀ, ସର୍ବଶେଷ ଉପଲବ୍ଧ ତଥ୍ୟ ଅନୁଯାୟୀ ଓଡ଼ିଶାରେ ଅନୁସୂଚିତ ଜନଜାତି (ST) ମୋଟ ସଂଖ୍ୟା ୯୫,୯୦,୭୫୬ ବୋଲି କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ରାଜ୍ୟସଭାରେ ସୂଚନା ଦେଇଛନ୍ତି। ଆଦିବାସୀ ସମ୍ପ୍ରଦାୟର କଲ୍ୟାଣ ଏବଂ ବିକାଶ ପାଇଁ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ବିଭିନ୍ନ ଯୋଜନାରେ ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ ଯୋଗାଇ ଦିଆଯାଏ। କେଉଁ ଯୋଜନାରେ...










All rights reserved. Designed by Inter Softech