Spread the love

ଜନ୍ମମାଟିରେ ମହାମହିମ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ହେବା ପରେ ଜନ୍ମମାଟିକୁ ପ୍ରଥମ ଗସ୍ତ । ୩ ଦିନିଆ ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି । ସ୍ୱତନ୍ତ୍ର ହେଲିକପ୍ଟରରେ ପହଞ୍ଚିଲେ ଜନ୍ମମାଟିରେ ।

Leave a Reply

Your email address will not be published. Required fields are marked *