Spread the love

ଭୂବନେଶ୍ବର: ବିଦାୟୀ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ନୂଆ ନିଯୁକ୍ତି ମିଳିଛି। ସେ ବର୍ତ୍ତମାନ ଓଡିଶାର ଇଲେକ୍ଟ୍ରିସିଟି ରେଗୁଲେଟରୀ ଅଥରିଟିର ଅଧ୍ୟକ୍ଷ ହେବେ। ଏ ନେଇ ଆଜି ଶକ୍ତି ବିଭାଗ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

ଏଥିରେ କୁହାଯାଇଛି ଯେ ମୁଖ୍ୟ ଶାସନ ସଚିବ ତଥ ମୁଖ୍ୟ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଆଇଏଏସଙ୍କୁ ଓଇଆରସିର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି।

Leave a Reply

Your email address will not be published. Required fields are marked *