### ରାଜ୍ୟପାଳ ବ୍ରଜ ମୋହନ ରାମଙ୍କୁ ଭେଟିଲେ ରାଜ୍ୟ ନିର୍ବାଚନ ଆୟୁକ୍ତ ମଧୁସୂଦନ ପାଢ଼ୀ
ଭୁବନେଶ୍ୱର: ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଶ୍ରୀ ବ୍ରଜ ମୋହନ ରାମଙ୍କ ସହ ଆଜି ରାଜ୍ୟ ନିର୍ବାଚନ ଆୟୁକ୍ତ ଶ୍ରୀ ମଧୁସୂଦନ ପାଢ଼ୀ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାର ରାଜ୍ୟର ସାମ୍ବିଧାନିକ ଓ ପ୍ରଶାସନିକ ମହଲରେ ଗୁରୁତ୍ୱ ବହନ କରୁଛି।
ଜାଗ୍ରତ ଭାରତ ନ୍ୟୁଜ୍
